Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 1:9 - ପବିତ୍ର ବାଇବଲ

9 ପୁଣି କୂଶଙ୍କର ପୁତ୍ରମାନେ ଥିଲେ: ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା। ରୟମାର ସନ୍ତାନମାନେ ଶିବା ଓ ଦଦାନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, କୂଶ୍ର ସନ୍ତାନ ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା। ରୟମାର ସନ୍ତାନ ଶିବା ଓ ଦଦାନ୍।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।

Gade chapit la Kopi




1 ବଂଶାବଳୀ 1:9
6 Referans Kwoze  

ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରୟମାର ସନ୍ତାନ।


ହାମର ସନ୍ତାନମାନେ ଥିଲେ: କୂଶ୍ (ଇଥିଓପିଆ) ଓ ମିଶର, ପୂଟ୍ ଓ କିଣାନ।


କୂ‌ଶ୍‌ଙ୍କର ବଂଶଧରମାନଙ୍କ ମଧ୍ୟରୁ ନିମ୍ରୋଦ ନାମକ ଜଣେ ବ୍ୟକ୍ତି ବୃଦ୍ଧିପ୍ରାପ୍ତ ହୋଇ ପୃଥିବୀର ସବୁଠାରୁ ଶକ୍ତିଶାଳୀ ଯୋଦ୍ଧା ହେବାକୁ ଲାଗିଲା।


ଆରବ ବିଷୟକ ଦୁଃଖବାର୍ତ୍ତା। ଦଦନୀୟ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧ୍ୟରେ ରାତ୍ରି ଯାପନ କଲେ।


ଦଦାନର ଲୋକମାନେ ମଧ୍ୟ ତୁମ୍ଭର ବ୍ୟବସାୟୀ ଥିଲେ। ତୁମ୍ଭର ଅନେକ ଦ୍ୱୀପ ସହ ବାଣିଜ୍ୟ ଥିଲା। ସେମାନେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ବଦଳରେ ହାତୀଦାନ୍ତ ଓ ଅବଲୁସ୍ କାଠ ଆଣିଲେ।


ଶିବାର ଓ ରୟମାର ବଣିକମାନେ ତୁମ୍ଭ ସହିତ ବାଣିଜ୍ୟ କରୁଥିଲେ। ସେମାନେ ସେମାନଙ୍କର ଶ୍ରେଷ୍ଠ ଅତର ଓ ମୂଲ୍ୟବାନ ପ୍ରସ୍ତରକୁ ଓ ସୁବର୍ଣ୍ଣ ତୁମ୍ଭ ଜିନିଷଗୁଡ଼ିକର ବଦଳରେ ବାଣିଜ୍ୟ କଲେ।


Swiv nou:

Piblisite


Piblisite