1 ବଂଶାବଳୀ 10:1 - ପବିତ୍ର ବାଇବଲ1 ପଲେଷ୍ଟୀୟ ଲୋକମାନେ ଇସ୍ରାଏଲ ଲୋକମାନଙ୍କର ବିରୁଦ୍ଧରେ ଯୁଦ୍ଧ କଲେ। ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ନିକଟରୁ ପଳାୟନ କଲେ। ଅନେକ ଇସ୍ରାଏଲୀୟ ଲୋକ ଗିଲ୍ବୋୟ ପର୍ବତ ଉପରେ ନିହତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Gade chapit laଓଡିଆ ବାଇବେଲ1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। Gade chapit la |