1 ବଂଶାବଳୀ 10:3 - ପବିତ୍ର ବାଇବଲ3 ଶାଉଲଙ୍କ ଚତୁର୍ଦ୍ଦିଗରେ ଯୁଦ୍ଧ କ୍ରମେ ପ୍ରବଳତର ହେବାକୁ ଲାଗିଲା। ଏବଂ ଧନୁର୍ଦ୍ଧରମାନେ ଶାଉଲଙ୍କୁ ତାଙ୍କ ଶର ଦ୍ୱାରା ବିନ୍ଧି ପକାଇଲେ ଏବଂ ସେ ସେମାନଙ୍କ ଶର ଦ୍ୱାରା କ୍ଷତାକ୍ତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ। Gade chapit laଓଡିଆ ବାଇବେଲ3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ। Gade chapit la |