1 ବଂଶାବଳୀ 10:5 - ପବିତ୍ର ବାଇବଲ5 ଅସ୍ତ୍ରବାହକ ଦେଖିଲା ଯେ, ଶାଉଲ ମୃତ୍ୟୁ ଭୋଗ କରିଅଛନ୍ତି। ଏଣୁ ସେ ମଧ୍ୟ ନିଜକୁ ବଧ କଲା। ସେ ନିଜ ଖଡ଼୍ଗ ମୁନ ଉପରେ ପଡ଼ି ମୃତ୍ୟୁଭୋଗ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍ଗ ଉପରେ ପଡ଼ି ମଲା। Gade chapit laଓଡିଆ ବାଇବେଲ5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା। Gade chapit la |