Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 10:6 - ପବିତ୍ର ବାଇବଲ

6 ସେହିପରି ଭାବରେ ଶାଉଲ ଓ ତାଙ୍କର ତିନି ପୁତ୍ର ମୃତ୍ୟୁବରଣ କଲେ। ଶାଉଲଙ୍କ ପରିବାରର ସମସ୍ତେ ଏକତ୍ର ମରଣ ଲଭିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।

Gade chapit la Kopi

ଓଡିଆ ବାଇବେଲ

6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।

Gade chapit la Kopi




1 ବଂଶାବଳୀ 10:6
8 Referans Kwoze  

କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।”


ଯେତେବେଳେ ଏଲି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଶୁଣିଲେ, ଏଲି ଆପଣା ଚୌକି ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଗଲା ଓ ସେ ମୃତ୍ୟୁବରଣ କଲେ, କାରଣ ସେ ବୃଦ୍ଧ ଓ ଭାରୀ ଥିଲେ। ସେ ଗ୍ଭଳିଶ୍ ବର୍ଷ ଇସ୍ରାଏଲର ନେତୃତ୍ୱ ନେଲେ।


ତେଣୁ ଶାଉଲ, ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ସମସ୍ତେ ସେଦିନ ଗୋଟିଏ ଜାଗାରେ ଏକତ୍ରିତ ଭାବରେ ମଲେ।


ଅସ୍ତ୍ରବାହକ ଦେଖିଲା ଯେ, ଶାଉଲ ମୃତ୍ୟୁ ଭୋଗ କରିଅଛନ୍ତି। ଏଣୁ ସେ ମଧ୍ୟ ନିଜକୁ ବଧ କଲା। ସେ ନିଜ ‌‌ଖ‌ଡ଼୍‌ଗ ମୁନ ଉପରେ ପଡ଼ି ମୃତ୍ୟୁଭୋଗ କଲା।


ଉପତ୍ୟକାରେ ବାସ କରୁଥିବା ସମସ୍ତ ଇସ୍ରାଏଲୀୟ ଯେତେବେଳେ ଅନାଇ ଦେଖିଲେ ଯେ, ସେମାନଙ୍କର ସୈନ୍ୟଦଳ ପଳାୟନ କରିଅଛନ୍ତି ଏବଂ ଶାଉଲ ଓ ତାଙ୍କର ପୁତ୍ରମାନେ ମୃତ୍ୟୁବରଣ କରିଅଛନ୍ତି, ତେଣୁ ସେମାନେ ନିଜର ସହର ଛାଡ଼ି ପଳାୟନ କଲେ। ଏବଂ ପଲେଷ୍ଟୀୟ ଲୋକମାନେ ସେହି ସହରଗୁଡ଼ିକରେ ବସବାସ କଲେ।


Swiv nou:

Piblisite


Piblisite