Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 10:8 - ପବିତ୍ର ବାଇବଲ

8 ପରବର୍ତ୍ତୀ ଦିନ, ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ୟ ଦ୍ରବ୍ୟଗୁଡ଼ିକ ନେବା ନିମନ୍ତେ ପଲେଷ୍ଟୀୟ ଲୋକମାନେ ଆସିଲେ। ସେମାନେ ଗି‌ଲ୍‌ବୋୟ ପର୍ବତ ଉପରେ ଶାଉଲଙ୍କ ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀରକୁ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।

Gade chapit la Kopi




1 ବଂଶାବଳୀ 10:8
6 Referans Kwoze  

ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ୟ ପଦାର୍ଥସବୁ ଲୁଟି ନେବାକୁ ଆସିଲେ। ସେମାନେ ଅନେକ ବହୁମୂଲ୍ୟ ଦ୍ରବ୍ୟ ପାଇଲେ। ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ସେହି ଦ୍ରବ୍ୟଗୁଡ଼ିକୁ ନିଜ ନିମନ୍ତେ ନେଲେ। ସେହି ଦ୍ରବ୍ୟଗୁଡ଼ିକ ଯିହୋଶାଫଟ୍ ଓ ତାଙ୍କ ଲୋକମାନଙ୍କର ବହନ କରିବାର ସାମର୍ଥ୍ୟଠାରୁ ଯଥେଷ୍ଟ ଅଧିକ ଥିଲା। ମୃତ ଶରୀରଗୁଡ଼ିକ ନିକଟରୁ ସେହି ବହୁମୂଲ୍ୟ ଦ୍ରବ୍ୟଗୁଡ଼ିକ କାଢ଼ିବା ନିମନ୍ତେ ସେମାନଙ୍କୁ ତିନି ଦିନ ଲାଗିଲା, କାରଣ ତାହା ପ୍ରଚୁର ଥିଲା।


ମୋୟାବୀୟମାନେ କହିଲେ, “ରକ୍ତକୁ ଦେଖ, ରାଜାମାନେ ପରସ୍ପର ମଧ୍ୟରେ ଯୁଦ୍ଧ କରି ବିନଷ୍ଟ ହୋଇଛନ୍ତି। ସେମାନେ ପରସ୍ପର ମଧ୍ୟରେ ଯୁଦ୍ଧ କରି ସେମାନଙ୍କର ଯୋଦ୍ଧାମାନଙ୍କୁ ବଧ କରିଛନ୍ତି। ଗ୍ଭଲ ଏବଂ ସେହି ମୃତ ଶରୀରରୁ ମୂଲ୍ୟବାନ ଜିନିଷମାନ ଲୁଟିବା।”


ତା’ ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖରେ ରହିଯାଇଥିବା ପଦାର୍ଥଗୁଡ଼ିକ ନେବାକୁ ଆସିଲେ। ସେମାନେ ଦେଖିବାକୁ ପାଇଲେ ଯେ ଗି‌ଲ୍‌ବୋୟ ପର୍ବତ ଉପରେ ଶାଉଲ ଏବଂ ତା'ର ତିନି ପୁତ୍ର ନିହତ ହୋଇ ପଡ଼ି ରହିଛନ୍ତି।


ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।


ଉପତ୍ୟକାରେ ବାସ କରୁଥିବା ସମସ୍ତ ଇସ୍ରାଏଲୀୟ ଯେତେବେଳେ ଅନାଇ ଦେଖିଲେ ଯେ, ସେମାନଙ୍କର ସୈନ୍ୟଦଳ ପଳାୟନ କରିଅଛନ୍ତି ଏବଂ ଶାଉଲ ଓ ତାଙ୍କର ପୁତ୍ରମାନେ ମୃତ୍ୟୁବରଣ କରିଅଛନ୍ତି, ତେଣୁ ସେମାନେ ନିଜର ସହର ଛାଡ଼ି ପଳାୟନ କଲେ। ଏବଂ ପଲେଷ୍ଟୀୟ ଲୋକମାନେ ସେହି ସହରଗୁଡ଼ିକରେ ବସବାସ କଲେ।


ପଲେଷ୍ଟୀୟମାନେ ଶାଉଲଙ୍କୁ ଉଲଗ୍ନ କଲେ ଏବଂ ତାଙ୍କର ମସ୍ତକ ଓ ଯୁଦ୍ଧ ସାଜ ନେଇଗଲେ ଏବଂ ସେମାନେ ଦେଶସାରା ବାର୍ତ୍ତାବାହକମାନଙ୍କୁ ପ୍ରେରଣ କରି, ସେମାନଙ୍କ ଭଣ୍ଡ ଦେବତା ଓ ଲୋକମାନଙ୍କ ପାଖରେ ଏହି ଖବର ପହଞ୍ଚାଇଲେ।


Swiv nou:

Piblisite


Piblisite