1 ବଂଶାବଳୀ 10:9 - ପବିତ୍ର ବାଇବଲ9 ପଲେଷ୍ଟୀୟମାନେ ଶାଉଲଙ୍କୁ ଉଲଗ୍ନ କଲେ ଏବଂ ତାଙ୍କର ମସ୍ତକ ଓ ଯୁଦ୍ଧ ସାଜ ନେଇଗଲେ ଏବଂ ସେମାନେ ଦେଶସାରା ବାର୍ତ୍ତାବାହକମାନଙ୍କୁ ପ୍ରେରଣ କରି, ସେମାନଙ୍କ ଭଣ୍ଡ ଦେବତା ଓ ଲୋକମାନଙ୍କ ପାଖରେ ଏହି ଖବର ପହଞ୍ଚାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Gade chapit laଓଡିଆ ବାଇବେଲ9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।