Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:1 - ପବିତ୍ର ବାଇବଲ

1 ଇସ୍ରାଏଲର ସମସ୍ତ ଲୋକ ହିବ୍ରୋଣ ସହରରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ ଦାଉଦଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ମାଂସ ଓ ରକ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।

Gade chapit la Kopi




1 ବଂଶାବଳୀ 11:1
11 Referans Kwoze  

ଦାଉଦ ଇସ୍ରାଏଲରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କରିଥିଲେ। ସେ ହିବ୍ରୋଣରେ ସାତ ବର୍ଷ ଓ ଯିରୁଶାଲମରେ ତେତିଶ ବର୍ଷ ରାଜତ୍ୱ କରିଥିଲେ।


ଅବଶାଲୋମ ଇସ୍ରାଏଲର ଗ୍ଭରିଆଡ଼େ ଲୋକ ପଠାଇ ଥିଲେ, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା ମାତ୍ରେ ତୁମ୍ଭେମାନେ ଘୋଷଣା କର ଅବଶାଲୋମ ହିବ୍ରୋଣର ରାଜା ହୋଇଛନ୍ତି।’”


“ଶିଖିମ୍ ପ୍ରାଚୀନମାନଙ୍କୁ ପଗ୍ଭର: ‘ଯିରୁବ୍ବା‌ଲ୍‌ର ସତୁରି ପୁତ୍ରଯାକ ତୁମ୍ଭ ଉପରେ ଶାସନ କରନ୍ତୁ ନା ଜଣେ ମାତ୍ର ପୁତ୍ର ଶାସନ କରନ୍ତୁ, କେଉଁଟା ତୁମ୍ଭ ପାଇଁ ଭଲ ହେବ? ମନେରଖ ମୁଁ ତୁମ୍ଭମାନଙ୍କର ରକ୍ତ ସମ୍ପର୍କୀୟ।’”


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାଙ୍କୁ ହିଁ ତୁମ୍ଭେ ତୁମ୍ଭମାନଙ୍କ ଉପରେ ରାଜା କରିବ। ତୁମ୍ଭେମାନେ ଆପଣା ଭାତୃଗଣମାନଙ୍କ ମଧ୍ୟରୁ ଜଣକୁ ଆପଣା ଉପରେ ରାଜାଭାବେ ନିଯୁକ୍ତ କରିବ। ଯିଏ ତୁମ୍ଭର ଭାଇ ନୁହେଁ ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା ଭାବେ ମନୋନୀତ କରିବ ନାହିଁ।


ଏହା ପରେ ଲାବନ କହିଲେ, “ଏହା ଆଶ୍ଚର୍ଯ୍ୟ! ତୁମ୍ଭେ ମୋ’ ବଂଶଧର।” ତେଣୁ ଯାକୁବ ଲାବନଙ୍କ ଘରେ ଏକ ମାସ ରହିଲେ।


କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ।


ଆଉ ସେମାନେ ଦକ୍ଷିଣ ଦିଗ ଦେଇ ହିବ୍ରୋଣରେ ଯାଇ ଉପସ୍ଥିତ ହେଲେ, ସେହି ସ୍ଥାନରେ ଅହୀମାନ୍, ଶେଶୟ, ତଲ୍ମୟ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋୟନର ସାତ ବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହୋଇଥିଲା।


ଏହା ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଗ୍ଭରିଲେ, “ମୁଁ କ’ଣ ଯିହୁଦାର କୌଣସି ଏକ ନଗରକୁ ନିୟନ୍ତ୍ରଣ କରିବାକୁ ଯିବି?” ସଦାପ୍ରଭୁ ଉତ୍ତର ଦେଲେ, “ଯାଅ।” ତା'ପରେ ଦାଉଦ ପଗ୍ଭରିଲେ, “ମୁଁ କେଉଁଠାକୁ ଯିବା ଉଚିତ୍?” ସଦାପ୍ରଭୁ କହିଲେ, “ତୁମ୍ଭେ ହିବ୍ରୋଣକୁ ଯାଅ।”


Swiv nou:

Piblisite


Piblisite