Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:22 - ପବିତ୍ର ବାଇବଲ

22 ଯିହୋୟାଦାରଙ୍କ ପୁତ୍ର ବନାୟ ଜଣେ ପରାକ୍ରମୀ ବ୍ୟକ୍ତିଙ୍କର ପୁତ୍ର ଥିଲେ। ସେ କବସେଲୀୟ ଲୋକ ଥିଲେ। ବନାୟ ସାହସୀ କାର୍ଯ୍ୟମାନ କଲେ। ବନାୟ ମୋୟାବ ଦେଶର ସର୍ବୋତ୍ତମ ଲୋକମାନଙ୍କ ମଧ୍ୟରୁ ଦୁଇ ଜଣକୁ ବଧ କଲେ। ଦିନେ, ତୁଷାରପାତ ହେଉଥିବା ସମୟରେ ବନାୟ ଭୂମି ମଧ୍ୟସ୍ଥ ଏକ ଗାତ ମଧ୍ୟରେ ପଶି ଗୋଟିଏ ସିଂହକୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

Gade chapit la Kopi

ଓଡିଆ ବାଇବେଲ

22 ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।

Gade chapit la Kopi




1 ବଂଶାବଳୀ 11:22
15 Referans Kwoze  

ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଦାୟିତ୍ୱରେ ଥିଲେ। ଏବଂ ଦାଉଦଙ୍କର ପୁତ୍ରମାନେ ମହତ୍ତ୍ୱପୂର୍ଣ୍ଣ ନେତୃବର୍ଗ ଥିଲେ।


ନେଗେଭର ଦକ୍ଷିଣାଞ୍ଚଳର ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ପରିବାରବର୍ଗ ପ୍ରାନ୍ତ ଭାଗସ୍ଥ ଏହିସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର ମଧ୍ୟ।


ଦାଉଦଙ୍କର ମରୁଭୂମିସ୍ଥ ଦୁର୍ଗରେ ଗାଦ୍ ପରିବାର ବର୍ଗର କେତେଜଣ ଆସି ସେଠାରେ ବାସ କଲେ। ସେମାନେ ଯୁଦ୍ଧ ବିଦ୍ୟାରେ ତାଲିମପ୍ରାପ୍ତ ଅତି ସାହସୀ ସୈନ୍ୟଗଣ ଥିଲେ। ସେମାନେ ବର୍ଚ୍ଛା ଓ ଢାଲ ଗ୍ଭଳନାରେ ଦକ୍ଷ ଥିଲେ। ସେମାନେ ସିଂହ ପରି ଅତି ଭୟଙ୍କର ଥିଲେ। ପର୍ବତରେ ହରିଣ ସଦୃଶ ଦ୍ରୁତ ଗତିରେ ଦୌଡ଼ି ମଧ୍ୟ ପାରୁଥିଲେ।


ତା'ପରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଗଲା ଏବଂ ତାକୁ କହିଲା, “ରାଜା କହନ୍ତି, ‘ବାହାରକୁ ଆସ।’” କିନ୍ତୁ ସେ କହିଲା, “ନା, ମୁଁ ଏଠାରେ ମରିବି।” ତେଣୁ ବନାୟ ରାଜାଙ୍କ ପାଖକୁ ଗଲେ ଏବଂ ସେ ଯାହା କହିଥିଲେ ତାହାର ତଥ୍ୟ ଦେଲେ।


ତେଣୁ ଯାଜକ ସାଦୋକ, ଭବିଷ୍ୟ‌ଦ୍‌ବକ୍ତା ନାଥନ ଓ ଯିହୋୟାଦାର ପୁତ୍ର ବନାୟ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀୟ ଆଦେଶ ପାଳନ କଲେ। ସେମାନେ ଶଲୋମନଙ୍କୁ ରାଜା ଦାଉଦଙ୍କର ଗଧ ଉପରେ ବସାଇ ଗୀହୋନ ଝରଣା ନିକଟକୁ ନେଇଗଲେ।


ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟ‌ଦ୍‌ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ।


ସେ ସମୟରେ ଯୋୟାବ ସମସ୍ତ ଇସ୍ରାଏଲର ସୈନ୍ୟଦଳର ଦଳପତି ଥିଲେ। ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ମୁଖ୍ୟ ଥିଲେ।


“ଶାଉଲ ଓ ଯୋନାଥନ ସେମାନଙ୍କ ଜୀବନକାଳ ମଧ୍ୟରେ ଲୋକମାନଙ୍କଠାରୁ ବହୁତ ପ୍ରେମ ପାଇଲେ। ଏପରିକି ମୃତ୍ୟୁ ସମୟରେ ମଧ୍ୟ ସେମାନେ ଅଲଗା ହେଲେ ନାହିଁ। ସେମାନେ ଉତ୍କ୍ରୋଶପକ୍ଷୀଠାରୁ ବେଗବାନ ଓ ସିଂହଠାରୁ ବଳବାନ ଥିଲେ।


ଅବୀଶୟ ତିରିଶ୍ ଜଣ ବୀରଙ୍କଠାରୁ ଦ୍ୱିଗୁଣ ପ୍ରସିଦ୍ଧ ଥିଲେ। ସେ ତିନି ବୀରଙ୍କ ମଧ୍ୟରୁ ଅନ୍ୟତମ ନ ହୋଇଥିଲେ ସୁଦ୍ଧା ସେମାନଙ୍କର ନେତା ହୋଇପାରିଥିଲେ।


ସାଦୋକ୍ ମଧ୍ୟ ସେହି ଦଳରେ ଥିଲେ। ସେ ଜଣେ ସାହସୀ ଯୁବା ସୈନ୍ୟ ଥିଲେ। ସେ ତାଙ୍କ ପରିବାରର ବାଇଶ ଜଣ କାର୍ଯ୍ୟକାରୀଙ୍କ ସହିତ ଆସିଲେ।


Swiv nou:

Piblisite


Piblisite