Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:25 - ପବିତ୍ର ବାଇବଲ

25 ବନାୟ ତିରିଶ୍ ଜଣ ବୀରଙ୍କଠାରୁ ମଧ୍ୟ ବିଖ୍ୟାତ ଥିଲେ, କିନ୍ତୁ ସେ ତିନି ବୀରଙ୍କ ମଧ୍ୟରୁ ଜଣେ ନ ଥିଲେ। ଦାଉଦ ବନାୟଙ୍କୁ ତାଙ୍କର ଅଙ୍ଗରକ୍ଷୀମାନଙ୍କ ନେତା ଭାବରେ ମନୋନୀତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।

Gade chapit la Kopi




1 ବଂଶାବଳୀ 11:25
3 Referans Kwoze  

ସେ ସମୟରେ ଯୋୟାବ ସମସ୍ତ ଇସ୍ରାଏଲର ସୈନ୍ୟଦଳର ଦଳପତି ଥିଲେ। ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ମୁଖ୍ୟ ଥିଲେ।


ଯିହୋୟାଦାଙ୍କ ପୁତ୍ର ବନାୟ ଏହି ତିନି ବୀରଙ୍କ ତୁଲ୍ୟ ସୁପ୍ରସିଦ୍ଧ ଥିଲେ।


ବୀର ସୈନ୍ୟ, ତିରିଶ୍ ଜଣ ବୀରମାନେ ଥିଲେ: ଯୋୟାବର ଭ୍ରାତା ଅସାହେଲ୍, ବୈ‌ଥ୍‌ଲେହମସ୍ଥ ଦୋଦୟର ପୁତ୍ର ଇଲହାନନ୍;


Swiv nou:

Piblisite


Piblisite