Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 11:26 - ପବିତ୍ର ବାଇବଲ

26 ବୀର ସୈନ୍ୟ, ତିରିଶ୍ ଜଣ ବୀରମାନେ ଥିଲେ: ଯୋୟାବର ଭ୍ରାତା ଅସାହେଲ୍, ବୈ‌ଥ୍‌ଲେହମସ୍ଥ ଦୋଦୟର ପୁତ୍ର ଇଲହାନନ୍;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;

Gade chapit la Kopi

ଓଡିଆ ବାଇବେଲ

26 ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;

Gade chapit la Kopi




1 ବଂଶାବଳୀ 11:26
7 Referans Kwoze  

ଅସାହେଲ୍ ଚତୁର୍ଥ ସେନାଧ୍ୟକ୍ଷ ଥିଲେ। ସେ ଯୋୟାବଙ୍କ ଭ୍ରାତା ଥିଲେ ଏବଂ ତାଙ୍କ ପରେ ତାଙ୍କ ପୁତ୍ର ସବଦିୟ ସେନାଧ୍ୟକ୍ଷ ହେଲେ। ଅସାହେଲ୍ ଚତୁର୍ଥ ମାସର ସେନାଧ୍ୟକ୍ଷ ଥିଲେ। ଅସାହେଲଙ୍କ ସୈନ୍ୟଦଳରେ 24,000 ଲୋକ ଥିଲେ।


ଯୋୟାବର ଭ୍ରାତା ଅସାହେଲ୍ ଉକ୍ତ ତିରିଶ୍ ଜଣ ମଧ୍ୟରେ ଜଣେ ଥିଲା। ସେହି ତିରିଶ୍ ଜଣ ବୀରମାନଙ୍କ ମଧ୍ୟରେ ବୈ‌ଥ୍‌ଲେହମସ୍ଥ ଦୋଦୟର ପୁତ୍ର ଇ‌ଲ୍‌ହାନନ୍ ଥିଲା।


ଏହା ପରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବରେ ଯୁଦ୍ଧ ହେଲା। ସେଥିରେ ବୈ‌ଥ୍‌ଲେହମୀୟ ଯାରେ-ଓରଗୀମର ପୁତ୍ର ଇ‌ଲ୍‌ହାନନ୍ ତନ୍ତି ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲିୟାତକୁ ବଧ କଲା।


ଯୋୟାବ ଓ ତା'ର ଭାଇ ଅବୀଶୟ ଅ‌‌ବ୍‌‌ନର‌କୁ ହତ୍ୟା କଲେ, କାରଣ ଅ‌‌ବ୍‌‌ନର‌ ସେମାନଙ୍କର ଭାଇ ଅସାହେ‌ଲ୍‌କୁ ଗିବିୟା ଯୁଦ୍ଧରେ ହତ୍ୟା କରିଥିଲେ।


ବନାୟ ତିରିଶ୍ ଜଣ ବୀରଙ୍କଠାରୁ ମଧ୍ୟ ବିଖ୍ୟାତ ଥିଲେ, କିନ୍ତୁ ସେ ତିନି ବୀରଙ୍କ ମଧ୍ୟରୁ ଜଣେ ନ ଥିଲେ। ଦାଉଦ ବନାୟଙ୍କୁ ତାଙ୍କର ଅଙ୍ଗରକ୍ଷୀମାନଙ୍କ ନେତା ଭାବରେ ମନୋନୀତ କଲେ।


ହରୋରୀୟ ଶମ୍ମୋତ୍, ପଲୋନୀୟ ହେଲସ୍,


Swiv nou:

Piblisite


Piblisite