Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:15 - ପବିତ୍ର ବାଇବଲ

15 ଗାଦ୍ ଗୋଷ୍ଠୀର ଏହି ସୈନ୍ୟମାନେ ବର୍ଷର ପ୍ରଥମ ମାସରେ ଯର୍ଦ୍ଦନ ନଦୀ ପାର ହୋଇଯାଇଥିଲେ। ବର୍ଷର ଏହି ସମୟରେ ଯର୍ଦ୍ଦନ ନଦୀ ବନ୍ୟା ଜଳରେ ପୂର୍ଣ୍ଣ ହୋଇ ରହିଥିଲା। ସେମାନେ ଉପତ୍ୟକାରେ ବାସ କରୁଥିବା ସମସ୍ତ ଲୋକଙ୍କୁ ତଡ଼ି ପକାଇଥିଲେ। ସେମାନେ ସେହି ଲୋକମାନଙ୍କୁ ପୂର୍ବ ଓ ପଶ୍ଚିମ ଦିଗକୁ ତଡ଼ି ପଠାଇ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକାସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

Gade chapit la Kopi

ଓଡିଆ ବାଇବେଲ

15 ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

Gade chapit la Kopi




1 ବଂଶାବଳୀ 12:15
5 Referans Kwoze  

ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା'ର ପ୍ରବାହ ବନ୍ଦ ହୋଇଗଲା।


ଯାଜକମାନେ ଯିହୋଶୂୟଙ୍କୁ ମାନିଲେ। ସେମାନେ ସେହି ପବିତ୍ର ସିନ୍ଦୁକକୁ ଧରି ନଦୀରୁ କୂଳକୁ ଆସିଲେ। ଯେତେବେଳେ ଯାଜକମାନଙ୍କର ପାଦ ନଦୀରୁ ବାହାରି ଆସିଲା, ଯର୍ଦ୍ଦନ ନଦୀ ପୂର୍ବପରି ବହିବାକୁ ଲାଗିଲା। ଏହି ନଦୀ ପୂର୍ବପରି ତା'ର କୂଳ ଲଙ୍ଘନ କଲା।


“ଏବଂ ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଦୂର କରି ଦେବା ପାଇଁ ଆସିବା ପରି, ଆମ୍ଭେ ହଠାତ୍ ସେମାନଙ୍କ ସ୍ଥାନରୁ ଇଦୋମକୁ ଅନୁଧାବନ କରିବା। ଆଉ ଆମ୍ଭର ମନୋନୀତ ଲୋକ ତାହା ଉପରେ ଶାସନ କରିବା ପାଇଁ ଆମ୍ଭେ ନିଯୁକ୍ତ କରିବା। କାରଣ ମୋ’ ପରି କିଏ ଅଛି? ଏପରି ପାଳକ କେହି ଅଛି, ଯିଏ କି ଆମ୍ଭ ସମ୍ମୁଖରେ ଠିଆ ହେବ?”


“ହେ ଯିରିମିୟ ତୁମ୍ଭେ ଯଦି ପଦାତିକମାନଙ୍କ ପଛରେ ଦୌଡ଼ି କ୍ଳାନ୍ତ ହୋଇପଡ଼ିଛ, ତେବେ ଅଶ୍ୱମାନଙ୍କ ସହିତ କିପରି ଋଣ କରି ପାରିବ? ତୁମ୍ଭେ ଯଦି ଶାନ୍ତି ଦେଶରେ ବିବ୍ରତ ହେଉଛ, ତେବେ ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କ’ଣ କରିବ?


ସେହି ଦୁର୍ଗରେ ବିନ୍ୟାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ୟ ଆସି ଦାଉଦଙ୍କ ସହିତ ଯୋଗ ଦେଲେ।


Swiv nou:

Piblisite


Piblisite