Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:16 - ପବିତ୍ର ବାଇବଲ

16 ସେହି ଦୁର୍ଗରେ ବିନ୍ୟାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ୟ ଆସି ଦାଉଦଙ୍କ ସହିତ ଯୋଗ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି ବିନ୍ୟାମୀନ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ।

Gade chapit la Kopi

ଓଡିଆ ବାଇବେଲ

16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।

Gade chapit la Kopi




1 ବଂଶାବଳୀ 12:16
8 Referans Kwoze  

ଶାଉଲ ତାଙ୍କ ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ ଯିଶୀର ପୁତ୍ର କ’ଣ ତୁମ୍ଭ ପ୍ରତି ଜଣଙ୍କୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ? ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ?


ଗାଦ୍ ଗୋଷ୍ଠୀର ଏହି ସୈନ୍ୟମାନେ ବର୍ଷର ପ୍ରଥମ ମାସରେ ଯର୍ଦ୍ଦନ ନଦୀ ପାର ହୋଇଯାଇଥିଲେ। ବର୍ଷର ଏହି ସମୟରେ ଯର୍ଦ୍ଦନ ନଦୀ ବନ୍ୟା ଜଳରେ ପୂର୍ଣ୍ଣ ହୋଇ ରହିଥିଲା। ସେମାନେ ଉପତ୍ୟକାରେ ବାସ କରୁଥିବା ସମସ୍ତ ଲୋକଙ୍କୁ ତଡ଼ି ପକାଇଥିଲେ। ସେମାନେ ସେହି ଲୋକମାନଙ୍କୁ ପୂର୍ବ ଓ ପଶ୍ଚିମ ଦିଗକୁ ତଡ଼ି ପଠାଇ ଦେଇଥିଲେ।


ଦାଉଦ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ। ଦାଉଦ ସେମାନଙ୍କୁ କହିଲେ, “ଯଦି ତୁମ୍ଭେ ଶାନ୍ତି ସହକାରେ ମୋତେ ସାହାଯ୍ୟ କରିବାକୁ ଆସିଅଛ, ତେବେ ମୁଁ ତୁମ୍ଭକୁ ସ୍ୱାଗତ କରୁଅଛି। ମୋ’ ସହିତ ସହଯୋଗ କର। କିନ୍ତୁ ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନ ଥିବା ସତ୍ତ୍ୱେ ଯଦି ତୁମ୍ଭେ ମୋ’ ବିରୁଦ୍ଧରେ ଗୁପ୍ତଚର ବୃତ୍ତି କରିବାକୁ ଆସିଅଛ, ତେବେ ଆମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ୱର ତାହା ଦେଖନ୍ତୁ ଓ ସେ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”


ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା'ର ପ୍ରବାହ ବନ୍ଦ ହୋଇଗଲା।


ତେଣୁ ଦାଉଦ ତାଙ୍କର ପିତାମାତାଙ୍କୁ ମୋୟାବର ରାଜାଙ୍କ ନିକଟରେ ଛାଡ଼ି ଗଲେ। ଯେତେଦିନ ଯାଏ ଦାଉଦ ସେହି ଦୁର୍ଗରେ ବାସ କଲେ, ସେ ପର୍ଯ୍ୟନ୍ତ ସେମାନେ ମୋୟାବର ରାଜାଙ୍କ ସହିତ ରହିଲେ।


ଅନ୍ୟ ସମୟରେ ଦାଉଦ ଦୁର୍ଗରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ ସୈନ୍ୟଦଳ ବୈ‌ଥ୍‌ଲେହମରେ ଥିଲେ।


ଦାଉଦଙ୍କର ମରୁଭୂମିସ୍ଥ ଦୁର୍ଗରେ ଗାଦ୍ ପରିବାର ବର୍ଗର କେତେଜଣ ଆସି ସେଠାରେ ବାସ କଲେ। ସେମାନେ ଯୁଦ୍ଧ ବିଦ୍ୟାରେ ତାଲିମପ୍ରାପ୍ତ ଅତି ସାହସୀ ସୈନ୍ୟଗଣ ଥିଲେ। ସେମାନେ ବର୍ଚ୍ଛା ଓ ଢାଲ ଗ୍ଭଳନାରେ ଦକ୍ଷ ଥିଲେ। ସେମାନେ ସିଂହ ପରି ଅତି ଭୟଙ୍କର ଥିଲେ। ପର୍ବତରେ ହରିଣ ସଦୃଶ ଦ୍ରୁତ ଗତିରେ ଦୌଡ଼ି ମଧ୍ୟ ପାରୁଥିଲେ।


ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି। ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି। ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି। ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।


Swiv nou:

Piblisite


Piblisite