Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:21 - ପବିତ୍ର ବାଇବଲ

21 ସେମାନେ ମନ୍ଦ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ଦାଉଦଙ୍କୁ ସାହାଯ୍ୟ କରୁଥିଲେ। ଏହି ମନ୍ଦ ଲୋକମାନେ ଦେଶସାରା ବ୍ୟାପି ଯାଇଥିଲେ ଓ ଲୋକମାନଙ୍କର ଜିନିଷପତ୍ର ଗ୍ଭେରି କରିନେଇ ଯାଉଥିଲେ। ମନଃଶିର ଏହି ଲୋକମାନେ ଦୁଃସାହସୀ ସୈନ୍ୟ ଥିଲେ। ସେମାନେ ଦାଉଦଙ୍କ ସୈନ୍ୟଦଳର ସେନାଧ୍ୟକ୍ଷ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ସେମାନେ ଲୁଟକାରୀ ଦଳ ପ୍ରତିକୂଳରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।

Gade chapit la Kopi




1 ବଂଶାବଳୀ 12:21
5 Referans Kwoze  

ଦାଉଦ ସିକ୍ଳଗ ସହରକୁ ଯିବା ବେଳେ ମନଃଶିର ଏହି ଲୋକମାନେ ତାଙ୍କ ସହିତ ଯୋଗ ଦେଇଥିଲେ; ଅ‌ଦ୍‌ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲିହୂ, ଓ ସିଲ୍ଲଥୟ। ଯେଉଁମାନେ ମନଃଶିର 1,000 ଜଣ ସୈନ୍ୟଙ୍କର ମୁଖ୍ୟ ଥିଲେ।


ଦାଉଦଙ୍କ ବିଶେଷ ସୈନ୍ୟଗଣଙ୍କର ନେତାମାନଙ୍କର ଏହା ଏକ ତାଲିକା ଅଟେ। ଦାଉଦଙ୍କ ସହିତ ତାଙ୍କ ରାଜ୍ୟରେ ଏହି ତିନି ବୀର ଅତ୍ୟନ୍ତ ପରାକ୍ରମୀ ହୋଇ ଉଠିଲେ। ସେମାନେ ଓ ଇସ୍ରାଏଲର ସମସ୍ତ ଲୋକ ଦାଉଦଙ୍କୁ ସମର୍ଥନ କଲେ ଓ ତାହାଙ୍କୁ ରାଜା କଲେ, ପରମେଶ୍ୱର ଯେପ୍ରକାର ପ୍ରତିଜ୍ଞା କରିଥିଲେ, ଠିକ୍ ସେ ପ୍ରକାରେ ଏ ସମସ୍ତ ଘଟିଲା।


ସେମାନଙ୍କ ପରିବାରର ନେତାଗଣ ଥିଲେ: ଏଫର, ଯୀଶି, ଇଲୀୟେଲ, ଅସ୍ରୀୟେଲ, ଯିରିମିୟ, ହୋଦବିୟ ଓ ଯହଦୀୟେଲ, ସେହି ଲୋକମାନେ ଅତ୍ୟନ୍ତ ବଳିଷ୍ଠ ସାହସୀ ଏବଂ ବିଖ୍ୟାତ ବ୍ୟକ୍ତିଗଣ ଥିଲେ। ସେମାନେ ସେମାନଙ୍କର ପରିବାରବର୍ଗର ମୁଖ୍ୟ ଥିଲେ।


Swiv nou:

Piblisite


Piblisite