Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:25 - ପବିତ୍ର ବାଇବଲ

25 ଶିମିୟୋନ ଗୋଷ୍ଠୀରୁ 7,100 ଲୋକ ଥିଲେ। ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ସେମାନେ ସାହସୀ ସୈନ୍ୟଗଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଶିମୀୟୋନ୍-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।

Gade chapit la Kopi

ଓଡିଆ ବାଇବେଲ

25 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।

Gade chapit la Kopi




1 ବଂଶାବଳୀ 12:25
6 Referans Kwoze  

ଯିହୁଦା ଗୋଷ୍ଠୀରୁ 6,800 ଲୋକ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସେମାନେ ଢାଲ ଓ ବର୍ଚ୍ଛା ବହନ କରୁଥିଲେ।


ଲେବୀ ଗୋଷ୍ଠୀରୁ 4,600 ଲୋକ ଥିଲେ।


ଇସ୍ରାଏଲ ଯେତେବେଳେ ସେଠାରେ ରହୁଥିଲେ, ରୁବେନ୍ ଯାଇ ବିଲହା ସହିତ ଶୟନ କଲା। ଯିଏ ଇସ୍ରାଏଲର ଉପପତ୍ନୀ ଥିଲା। ଏହି ବିଷୟରେ ଇସ୍ରାଏଲ ଜାଣିବାକୁ ପାଇଲେ। ଇସ୍ରାଏଲର ବାରଟି ପୁତ୍ର ଥିଲେ।


ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।


ଯିରୁଶାଲମରେ ଏହିମାନେ ମଧ୍ୟ ବାସ କରୁଥିଲେ: ବ‌କ୍‌ବକର, ହେରଶ, ଗାଲଲ୍ ଓ ମତ୍ତନିୟ। ମତ୍ତନିୟ ମୀଖାଙ୍କ ପୁତ୍ର ଥିଲେ। ମୀଖା ସିଖ୍ରିଙ୍କ ପୁତ୍ର ଥିଲେ। ସିଖ୍ରି ଆସ‌ଫ୍‌ଙ୍କ ପୁତ୍ର ଥିଲେ।


ଓବଦିୟ ଶମୟିୟଙ୍କ ପୁତ୍ର ଥିଲେ। ଶମୟିୟ ଗାଲ‌ଲଙ୍କ ପୁତ୍ର ଥିଲେ। ଗାଲଲ୍‌ ଯିଦୂଥ‌ନଙ୍କ ପୁତ୍ର ଥିଲେ। ବେରିଖିୟ ଆସାଙ୍କ ପୁତ୍ର ଥିଲେ। ଆସା ଇ‌ଲ୍‌କାନାଙ୍କ ପୁତ୍ର ଥିଲେ। ସେ ନଟୋଫାରେ ଲୋକମାନଙ୍କ ସହରରେ ବାସ କରୁଥିଲେ।


Swiv nou:

Piblisite


Piblisite