Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 12:4 - ପବିତ୍ର ବାଇବଲ

4 ଗିବିୟୋନ ଯିଶ୍ମୟିୟ ତିରିଶ୍ ଜଣ ବୀରଙ୍କ ମଧ୍ୟରେ ବଳଶାଳୀ ଥିଲେ ଓ ସେ ଏହି ତିରିଶ୍ ଜଣ ବୀରଙ୍କର ଜଣେ ନେତା ଥିଲେ। ଗଦେରାଥୀୟ ଲୋକମାନଙ୍କ ମଧ୍ୟରୁ ଯିରିମିୟ, ଯହସୀୟେଲ, ଯୋହାନନ୍ ଓ ଯୋଷାବଦ୍ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ୍ ଓ ଯୋହାନନ୍ ଓ ଗଦେରାଥୀୟ ଯୋଷାବଦ୍;

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;

Gade chapit la Kopi




1 ବଂଶାବଳୀ 12:4
8 Referans Kwoze  

ଶାରୟିମ୍, ଅଦୀଥୟିମ୍, ଗଦେରା ଓ ଗଦେରାଥୟିମ୍, ଏହିପରି କ୍ଷେତ ସମେତ ଚଉଦ ନଗର ଥିଲା।


ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯାହା କରିଥିଲେ ଓ କିପରି ପରାସ୍ତ କରିଥିଲେ, ସେ ବିଷୟରେ ଗିବିୟୋନର ଲୋକମାନେ ଶୁଣିଲେ।


ଥରେ, ଦାଉଦ ଅଦୁଲ୍ଲମ ଗୁମ୍ଫାରେ ଥିବା ବେଳେ, ଯେତେବେଳେ ପଲେଷ୍ଟୀୟ ସୈନ୍ୟମାନେ ରଫାୟୀମ ଉପତ୍ୟକାରେ ଛାଉଣି ପକାଇ ଥିଲେ, ତିରିଶ୍ ଜଣ ବୀରଙ୍କ ମଧ୍ୟରୁ ତିନି ଜଣ ଭୂମିରେ ସମ୍ପୂର୍ଣ୍ଣ ପେଟେଇ ପେଟେଇ ଦାଉଦଙ୍କ ନିକଟରେ ପହଞ୍ଚିଲେ।


ଅହୀୟେଷର, ସେମାନଙ୍କ ନେତା ଓ ଯୋୟାଶ (ଅହୀୟେଷର ଓ ଯୋୟାଶ, ଗିବିୟାଥୀୟରୁ ଶମାୟରଙ୍କ ପୁତ୍ର ଥିଲେ)। ଯିଷୀୟେଲ ଓ ପେ‌ଲ୍‌ଟ ଅ‌‌‌ସ୍‌ମାବତଙ୍କର ପୁତ୍ର ଥିଲେ; ଅନାଥୋତୀୟରୁ ବରାଖା ଓ ଯେହୂ ଥିଲେ।


ଇଲିୟୁଷୟ, ଯିରେମୋତ୍, ବାଲିୟା, ଶମରିୟ ଓ ହରୂଫୀୟ, ଶଫଟିୟ;


ସବୂଲୂନ୍: ଓବଦିୟଙ୍କ ପୁତ୍ର ଯିଶମୟିମ୍; ନପ୍ତାଲି: ଅସ୍ରୀୟେଲଙ୍କ ପୁତ୍ର ଯିରେମୋତ୍;


ଏହା ପରେ ସଦାପ୍ରଭୁଙ୍କ ଆତ୍ମା ମଣ୍ଡଳୀ ମଧ୍ୟରେ ଯିୟୟେଲଙ୍କ ଉପରେ ଅଧିଷ୍ଠିତ ହେଲେ। ଯିୟୟେଲ ଜିଖରିୟଙ୍କ ପୁତ୍ର ଥିଲେ। ଜିଖରିୟ ବନାୟଙ୍କ ପୁତ୍ର ଥିଲେ। ବନାୟ ଯହସୀୟେଲଙ୍କ ପୁତ୍ର ଥିଲେ। ଆଉ ଯହସୀୟେଲ ମତ୍ତାନିୟଙ୍କ ପୁତ୍ର ଥିଲେ। ଯିୟୟେଲ ଜଣେ ଲେବୀୟ ଓ ଆସଫଙ୍କ ବଂଶଧର ଥିଲେ।


Swiv nou:

Piblisite


Piblisite