Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 13:9 - ପବିତ୍ର ବାଇବଲ

9 ସେମାନେ କୀଦୋନସ୍ଥିତ ଶସ୍ୟ ଝାଡ଼ିବା ସ୍ଥାନକୁ ଆସିଲେ। ଶଗଡ଼ ଗାଡ଼ିକୁ ଟାଣୁଥିବା ବଳଦମାନେ ଝୁଣ୍ଟିପଡ଼ିଲେ। ଏବଂ ନିୟମସିନ୍ଦୁକ ପ୍ରାୟ ପଡ଼ିଯିବା ତୁଲ୍ୟ ହେଲା। ତେଣୁ ଉଷ ସିନ୍ଦୁକଟିକୁ ଧରିବା ନିମନ୍ତେ ନିଜର ହାତ ବଢ଼ାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।

Gade chapit la Kopi

ଓଡିଆ ବାଇବେଲ

9 ଆଉ ସେମାନେ କୀଦୋନ୍‍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ସେମାନେ କୀଦୋନ୍‍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା।

Gade chapit la Kopi




1 ବଂଶାବଳୀ 13:9
4 Referans Kwoze  

ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ।


ଏହା ପରେ ସେମାନେ ଯର୍ଦ୍ଦନପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ ସେଠାରେ ମହାବିଳାପ କରି ରୋଦନ କଲେ। ସେମାନେ ସେଠାରେ ଯୋଷେଫଙ୍କ ପିତାଙ୍କ ପାଇଁ ସାତ ଦିନ ଶୋକ କଲେ।


ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ହିଁ ନିଜ ନିଜକୁ ପବିତ୍ର କରନ୍ତୁ। ନ ହେଲେ ସେମାନେ ଦଣ୍ଡ ଭୋଗ କରିବେ।”


ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।”


Swiv nou:

Piblisite


Piblisite