Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 14:16 - ପବିତ୍ର ବାଇବଲ

16 ପରମେଶ୍ୱର ତାଙ୍କୁ ଯେପରି କରିବାକୁ କହିଲେ, ଦାଉଦ ଠିକ୍ ସେହିପରି କଲେ। ତେଣୁ ଦାଉଦ ଓ ତାଙ୍କର ଲୋକମାନେ ପଲେଷ୍ଟୀୟ ସୈନ୍ୟଦଳଙ୍କୁ ପରାସ୍ତ କଲେ। ସେମାନେ ଗିବିୟୋନ୍ ସହରଠାରୁ ଗେଷର୍ ସହର ପର୍ଯ୍ୟନ୍ତ ପଡ଼ିଥିବା ସାରା ପଥରେ ପଲେଷ୍ଟୀୟମାନଙ୍କୁ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ପରମେଶ୍ଵର ଯେପରି ଆଜ୍ଞା କଲେ, ଦାଉଦ ସେପରି କଲେ; ପୁଣି ସେମାନେ ଗିବୀୟୋନ୍‍ଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର୍‍ ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।

Gade chapit la Kopi




1 ବଂଶାବଳୀ 14:16
12 Referans Kwoze  

ତୁମ୍ଭେ ଯଦି ମୋ’ କହିବା ଅନୁଯାୟୀ କାମ କର, ତେବେ ତୁମ୍ଭେମାନେ ମୋର ବନ୍ଧୁ।


ଯଦି ତୁମ୍ଭେ ଏହା ସବୁ ଜାଣ ତେବେ ତୁମ୍ଭେ ଏହି କାର୍ଯ୍ୟ କରି ଖୁସୀ ହେବ।


ତହିଁରେ ନୋହ ସେହିପରି କଲେ। ନୋହ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ।


ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ତୁମ୍ଭମାନଙ୍କୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”


ଇଫ୍ରୟିମର ପାର୍ବତ୍ୟମୟ ଦେଶରେ, ସେମାନଙ୍କୁ ସୁରକ୍ଷାର ନଗରୀ ଶିଖିମ ଏବଂ ଗେଷର୍ ଓ ସେମାନଙ୍କର କ୍ଷେତ୍ରଗୁଡ଼ିକ ଦିଆଗଲା।


କିଣାନୀୟମାନଙ୍କୁ ଗେଷରକୁ ତଡ଼ିବା ପାଇଁ। କିନ୍ତୁ ଇଫ୍ରୟିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀୟ ଲୋକମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ଇଫ୍ରୟିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀୟ ଲୋକମାନେ ଇଫ୍ରୟିମ ଲୋକମାନଙ୍କର ଦାସ ହୋଇ ରହିଲେ।


ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେହିପରି କଲେ ଓ ଗେବାଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।


ଜଣେ ଜଗୁଆଳୀକୁ ଗଛ ଉପରେ ଚଢ଼ି ଜଗି ରହିବାକୁ କୁହ। ସେ ଯୁଦ୍ଧ ଯାତ୍ରାର ଶବ୍ଦ ଶୁଣିବା ମାତ୍ରକେ ତୁମ୍ଭେ ପଲେଷ୍ଟୀୟମାନଙ୍କ ଉପରେ ଆକ୍ରମଣ କରିବ। ଆମ୍ଭେ ପରମେଶ୍ୱର, ତୁମ୍ଭ ସମ୍ମୁଖରେ ଯିବା ଓ ପଲେଷ୍ଟୀୟ ସୈନ୍ୟଦଳକୁ ପରାସ୍ତ କରିବା।”


ତେଣୁ ଦାଉଦ ସବୁଦେଶରେ ବିଖ୍ୟାତ ହୋଇ ଉଠିଲେ। ସଦାପ୍ରଭୁ ସମସ୍ତ ଦେଶଗଣଙ୍କୁ ଦାଉଦଙ୍କ ପ୍ରତି ଭୟଭୀତ କରାଇଲେ।


ସଦାପ୍ରଭୁ ପାରାସୀମ ପର୍ବତରେ ଉଠିଲାପରି ଉଠିବେ। ଗିବିୟୋନ ଉପତ୍ୟକାରେ ଯେପରି କ୍ରୋଧାନ୍ୱିତ ହୋଇଥିଲେ, ସେହିପରି କ୍ରୋଧ କରିବେ। ସେତେବେଳେ ସେ ଅ‌‌ଦ୍‌‌ଭୂତକାର୍ଯ୍ୟ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ଯ୍ୟ ତଥା ଅଲୌକିକ କାର୍ଯ୍ୟ ସମ୍ପନ୍ନ କରିବେ।


ଏହା ପରେ ଗେଷର୍ ସହରରେ ଇସ୍ରାଏଲୀୟମାନେ ପଲେଷ୍ଟୀୟ ଲୋକଙ୍କ ସହିତ ଯୁଦ୍ଧ କଲେ। ସେହି ସମୟରେ ହୂଶାତୀୟ ସିବ୍ବଖୟ ସିପ୍ପୟକୁ ବଧ କଲେ। ଏହି ସିପ୍ପୟ ଦୈତ୍ୟପୁତ୍ରମାନଙ୍କ ମଧ୍ୟରୁ ଜଣେ ଥିଲା। ତେଣୁ ପଲେଷ୍ଟୀୟ ଲୋକମାନେ ଇସ୍ରାଏଲୀୟମାନଙ୍କର କ୍ରୀତଦାସ ତୁଲ୍ୟ ହୋଇଗଲେ।


Swiv nou:

Piblisite


Piblisite