1 ବଂଶାବଳୀ 14:3 - ପବିତ୍ର ବାଇବଲ3 ଦାଉଦ ଯିରୁଶାଲମରେ ଆହୁରି ସ୍ତ୍ରୀମାନଙ୍କୁ ବିବାହ କଲେ। ତାଙ୍କର ଆହୁରି ପୁତ୍ର ଓ କନ୍ୟାମାନ ଜନ୍ମିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ। Gade chapit laଓଡିଆ ବାଇବେଲ3 ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ। Gade chapit la |
ତୁମ୍ଭେମାନେ ପଗ୍ଭରିବ, “କାହିଁକି ଆମ୍ଭମାନଙ୍କର ଏହି ଭେଟି ଗୃହୀତ ହେବ ନାହିଁ?” କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ପ୍ରତ୍ୟକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ଯୁବକ ଅବସ୍ଥାରେ ବିବାହ କରିଛ। ସେ ତୁମ୍ଭର ସାଥୀ ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।