Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 14:4 - ପବିତ୍ର ବାଇବଲ

4 ଯିରୁଶାଲମରେ ଜନ୍ମ ହୋଇଥିବା ଦାଉଦଙ୍କର ସନ୍ତାନମାନଙ୍କର ନାମ ଏହି: ଶମ୍ମୁୟ, ଶୋବବ, ନାଥନ, ଶଲୋମନ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯିରୂଶାଲମରେ ତାଙ୍କର ଯେ ଯେ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୁୟ, ଶୋବବ, ନାଥନ, ଶଲୋମନ

Gade chapit la Kopi

ଓଡିଆ ବାଇବେଲ

4 ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,

Gade chapit la Kopi




1 ବଂଶାବଳୀ 14:4
15 Referans Kwoze  

ଏଲିୟାକୀମ ମଲାହଙ୍କ ପୁତ୍ର। ମଲାହ ମନ୍ନାଙ୍କ ପୁତ୍ର। ମନ୍ନା ମତ୍ତଥାଙ୍କ ପୁତ୍ର। ମତ୍ତଥା ନାଥନଙ୍କ ପୁତ୍ର। ନାଥନ ଦାଉଦଙ୍କ ପୁତ୍ର।


ଯିଶୟ ରାଜା ଦାଉଦଙ୍କ ବାପା। ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ)


ଶଲୋମନ ନିଜ ପିତା ଦାଉଦଙ୍କ ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କ ପ୍ରତି ପ୍ରେମ ପ୍ରକାଶ କଲେ। କେବଳ ସେ ପଶୁବଳି ଉତ୍ସର୍ଗ କଲେ ଓ ଉଚ୍ଚ ସ୍ଥାନରେ ଧୂପ ଜଳାଇଲେ।


ଅଦୋନିୟ କହିଲେ, “ତୁମ୍ଭେ ଜାଣ ଏକ ସମୟରେ ଏ ରାଜ୍ୟ ମୋର ଥିଲା। ସମସ୍ତ ଇସ୍ରାଏଲୀୟଗଣ ମୋତେ ରାଜା ହେବା ପାଇଁ ପସନ୍ଦ କରିଥିଲେ। କିନ୍ତୁ ମୋର ଭାଇ ରାଜା ହୋଇ ଯାଇଛି। ଏହା ସଦାପ୍ରଭୁଙ୍କର ଇଚ୍ଛା।


ବ‌ତ୍‌ଶେବା କହିଲେ, “ହେ ମୋର ମହାଶୟ, ଆପଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ଏ ଦାସୀ ନିକଟରେ ପ୍ରତିଜ୍ଞା କରିଥିଲେ ଯେ, ‘ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ସେ ମୋ’ ସିଂହାସନରେ ବସିବ’।


ତୁମ୍ଭେ ରାଜା ଦାଉଦଙ୍କ ନିକଟକୁ ଯାଇ କୁହ, ‘ହେ ମୋର ମହାଶୟ ମହାରାଜ, ଆପଣ କ’ଣ ପ୍ରତିଜ୍ଞା କରି ଏ ଦାସୀକୁ କହି ନ ଥିଲ, ମୋ’ ଉତ୍ତାରେ ତୁମ୍ଭର ପୁତ୍ର ଶଲୋମନ ରାଜ୍ୟ ଶାସନ କରିବ ଓ ସେ ମୋ’ ସିଂହାସନରେ ବସିବ? ତେବେ ଅଦୋନିୟ କିପରି ରାଜ୍ୟ କରୁଅଛି?’


ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନକୁ ପଠାଇଲେ। ନାଥନ ଯାଇ ଦାଉଦଙ୍କୁ କହିଲେ, “ଏକ ନଗରରେ ଦୁଇଜଣ ଲୋକ ଥିଲେ। ସେଥି ମଧ୍ୟରୁ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।


ଏହିସବୁ ପୁତ୍ର ଯେଉଁମାନେ ଯିରୁଶାଲମରେ ଦାଉଦଙ୍କ ଔରସରୁ ଜନ୍ମ ହେଲେ। ସେମାନେ ହେଲେ, ଶମ୍ମୂୟ, ଶୋବବ୍, ନାଥନ୍ ଓ ଶଲୋମନ୍।


ଦାଉଦ ଯିରୁଶାଲମରେ ଆହୁରି ସ୍ତ୍ରୀମାନଙ୍କୁ ବିବାହ କଲେ। ତାଙ୍କର ଆହୁରି ପୁତ୍ର ଓ କନ୍ୟାମାନ ଜନ୍ମିଲେ।


ଯିଭର, ଇଲୀଶୂୟ, ଇ‌ଲ୍‌ପେଲଟ୍,


Swiv nou:

Piblisite


Piblisite