Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:21 - ପବିତ୍ର ବାଇବଲ

21 ମତ୍ତଥିୟ, ଇଲୀଫଲେହୁ, ମ‌କ୍‌ନେୟ, ଓବେଦ୍-ଇଦୋମ୍, ଯିୟୂୟେଲ ଓ ଅସରିୟ ଶିମିନୀତ୍ ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସେମାନଙ୍କର ଏହି କାର୍ଯ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ମତ୍ତଥୀୟ ଓ ଇଲୀଫଲେହୁ ଓ ମକ୍ନେୟ ଓ ଓବେଦ୍-ଇଦୋମ୍ ଓ ଯୀୟୟେଲ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ଵରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍‍ନେୟ, ଓବେଦ୍‍-ଇଦୋମ, ଯିୟୀୟେଲ୍‍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍‍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍‍ନେୟ, ଓବେଦ୍‍-ଇଦୋମ, ଯିୟୀୟେଲ୍‍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍‍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।

Gade chapit la Kopi




1 ବଂଶାବଳୀ 15:21
11 Referans Kwoze  

ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର। ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!


ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ ସୂ-ଗୀତ ଗାନ କରିବା ଭଲ।


ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ। ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।


ହେ ସଦାପ୍ରଭୁ, ମୋତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।


ଆସଫ ପ୍ରଥମ ଦଳର ନେତା ଥିଲେ। ଆସଫଙ୍କ ଦଳ ଗିନି ବଜାଉଥିଲେ। ଯିଖରିୟ ଦ୍ୱିତୀୟ ଦଳର ନେତା ଥିଲେ। ଅନ୍ୟ ଲେବୀୟମାନେ ଥିଲେ: ଯିୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥିୟ, ଇଲୀୟାବ, ବନାୟ, ଓବେଦ୍-ଇଦୋମ୍ ଓ ଯିୟୂୟେଲ। ଏହି ବ୍ୟକ୍ତିମାନେ ତମ୍ବୁରା ଓ ବୀଣା ବଜାଉଥିଲେ।


ସେହି ଲେବୀୟମାନଙ୍କର ଆଉ ଏକ ଦ୍ୱିତୀୟ ଦଳ ମଧ୍ୟ ଥିଲେ। ସେମାନେ ଥିଲେ ଯିଖରିୟ, ବେନ, ଯାସୀୟେଲ, ଶମୀରାମୋତ, ଯିହୀୟେଲ, ଉନ୍ନିକି, ଇଲୀୟାବ, ବନାୟ, ମାସେୟ, ମତ୍ତଥିୟ, ଇଲୀଫଲେହୁ, ମି‌କ୍‌ନେୟ, ଓବେଦ-ଇଦୋମ ଓ ଯିୟୂୟେଲ। ଏହିମାନେ ଦ୍ୱାରପାଳ ଥିଲେ।


ତା'ପରେ ତୁମ୍ଭେମାନେ ଗିବିୟୋଥ ଓ ଲୋହିମକୁ ଯିବ। ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତେବେଳେ ତୁମ୍ଭେ ସହରର ପ୍ରବେଶ ଦ୍ୱାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରୁ ଦଳେ ଯାଜକ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସୁଥିବାର ଦେଖିବ।


ଲେବୀୟ ନେତା କନନିୟ ଗାୟନ ଦାୟିତ୍ୱରେ ଥିଲେ। କନନିୟ ସଙ୍ଗୀତ ବିଦ୍ୟାରେ ଅତ୍ୟନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ଯ୍ୟ ଦତ୍ତ ହୋଇଥିଲା।


Swiv nou:

Piblisite


Piblisite