Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 15:23 - ପବିତ୍ର ବାଇବଲ

23 ନିୟମସିନ୍ଦୁକକୁ ଜଗିବା ନିମନ୍ତେ ମନୋନୀତ ହୋଇଥିବା ରକ୍ଷୀମାନଙ୍କ ମଧ୍ୟରେ ଦୁଇଜଣ ଥିଲେ ବେଶଖିୟ ଓ ଇ‌ଲ୍‌କାନା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ ବେରିଖୀୟ ଓ ଇଲ୍‍କାନା ସିନ୍ଦୁକର ଦ୍ଵାରରକ୍ଷକ ହେଲେ।

Gade chapit la Kopi

ଓଡିଆ ବାଇବେଲ

23 ଆଉ ବେରିଖୀୟ ଓ ଇଲ୍‍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ବେରିଖୀୟ ଓ ଇଲ୍‍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।

Gade chapit la Kopi




1 ବଂଶାବଳୀ 15:23
8 Referans Kwoze  

ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।


ପୁଣି ନବୂସ‌ର୍‌ଦ‌‌ନ୍‌ ପ୍ରଧାନ ଯାଜକ ସରାୟ ଦ୍ୱିତୀୟ ଯାଜକ ସିଫନିୟ ଓ ତିନି ଜଣ ଦ୍ୱାରପାଳଙ୍କୁ ନେଇ ଗଲା।


“ତୁମ୍ଭେ ମହାଯାଜକ ହି‌ଲ୍‌‌‌କିୟ ନିକଟକୁ ଯାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଠିକି ଆଣ।


ତହୁଁ ଶାମୁୟେଲ ଶୋଇବାକୁ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ୱାର ଫିଟାଇବାକୁ ଶୀଘ୍ର ଉଠିଲେ। ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟକଲେ।


ତେଣୁ ଏହି କୁଷ୍ଠୀମାନେ ଆସି ନଗରର ଦ୍ୱାରୀକୁ ଡାକିଲେ। ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟ ଛାଉଣିକୁ ଯାଇଥିଲୁ ଏବଂ ସେଠାରେ କାହାକୁ ପାଇଲୁ ନାହିଁ। ଆମ୍ଭେ କୌଣସି ବ୍ୟକ୍ତି ବିଷୟରେ ଶୁଣିଲୁ ନାହିଁ। କୌଣସି ମଣିଷ ନ ଥିଲେ, କାହାରି ଶବ୍ଦ ଶୁଣିଲୁ ନାହିଁ। ଅଶ୍ୱ ଗର୍ଦ୍ଦଭ ସେଠାରେ ବନ୍ଧା ହୋଇ ରହିଛନ୍ତି ଓ ତମ୍ବୁଗୁଡ଼ିକ ସେହିପରି ଅଛି।”


ଲେବୀୟ ନେତା କନନିୟ ଗାୟନ ଦାୟିତ୍ୱରେ ଥିଲେ। କନନିୟ ସଙ୍ଗୀତ ବିଦ୍ୟାରେ ଅତ୍ୟନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ଯ୍ୟ ଦତ୍ତ ହୋଇଥିଲା।


ଶବନିୟ, ଯୋଶାଫଟ୍, ନଥନେଲ, ଅମାସୟ, ଯିଖରିୟ, ବନାୟ ଓ ଇଲୀୟେଷର, ଏମାନଙ୍କର କାର୍ଯ୍ୟ ଥିଲା, ନିୟମସିନ୍ଦୁକର ସମ୍ମୁଖରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ଯିହିୟ ନିୟମସିନ୍ଦୁକର ଦ୍ୱାରପାଳ ଥିଲେ।


Swiv nou:

Piblisite


Piblisite