1 ବଂଶାବଳୀ 15:25 - ପବିତ୍ର ବାଇବଲ25 ଦାଉଦ, ଇସ୍ରାଏଲର ପ୍ରାଚୀନବର୍ଗ ଓ ସେନାଧ୍ୟକ୍ଷମାନେ ନିୟମସିନ୍ଦୁକ ଆଣିବା ନିମନ୍ତେ ଗଲେ। ସେମାନେ ତାହାକୁ ଓବେଦ୍-ଇଦୋମ୍ଙ୍କ ଗୃହରୁ ନେଇଆସିଲେ। ସମସ୍ତେ ବହୁତ ଆନନ୍ଦିତ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମ୍ର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ; Gade chapit laଓଡିଆ ବାଇବେଲ25 ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ; Gade chapit la |
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେମାନେ ତାହା ଭୋଜନ କରିବ। ତୁମ୍ଭେ ଓ ତୁମ୍ଭର ପୁତ୍ର ତୁମ୍ଭର କନ୍ୟା ତୁମ୍ଭ ଦାସ ଓ ଦାସୀଗଣ ଏବଂ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ ସେହି ନୈବେଦ୍ୟ ଭୋଜନ କରିବ। ଯେଉଁଗୁଡ଼ିକ ତୁମ୍ଭମାନଙ୍କର କଠିନ ପରିଶ୍ରମର ଫଳ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ଆନନ୍ଦ କରିବ।