1 ବଂଶାବଳୀ 15:3 - ପବିତ୍ର ବାଇବଲ3 ଲେବୀୟମାନେ ନିୟମସିନ୍ଦୁକକୁ ଦାଉଦଙ୍କ ଦ୍ୱାରା ପ୍ରସ୍ତୁତ ସ୍ଥାନକୁ ବହିନେବା ସମୟରେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଯିରୁଶାଲମରେ ଏକତ୍ରିତ ହେବା ନିମନ୍ତେ ଦାଉଦ କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ। Gade chapit laଓଡିଆ ବାଇବେଲ3 ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ। Gade chapit la |
ଏହା ପରେ ଦାଉଦ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କରି ଆପଣା ନିକଟକୁ ଡାକିଲେ। ସେ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଭାବୁଛ ଯେ ଏହା ଏକ ଉତ୍ତମ ବିଷୟ ଓ ସଦାପ୍ରଭୁ ଯଦି ତାହା ହିଁ ଇଚ୍ଛା କରନ୍ତି, ତେବେ ଆସ, ଇସ୍ରାଏଲର ସମସ୍ତ ଅଞ୍ଚଳରେ ଥିବା ଆମ୍ଭମାନଙ୍କର ଭ୍ରାତାମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପ୍ରେରଣ କରିବା। ଆମ୍ଭମାନଙ୍କ ଭ୍ରାତାମାନଙ୍କ ସହିତ ସେମାନଙ୍କ ସହରରେ ଓ ସହର ନିକଟସ୍ଥ କ୍ଷେତ୍ରମାନଙ୍କରେ ବାସ କରୁଥିବା ଯାଜକ ଓ ଲେବୀୟମାନଙ୍କ ନିକଟକୁ ମଧ୍ୟ ବାର୍ତ୍ତା ପଠାଇବା। ଏହି ବାର୍ତ୍ତା ସେମାନଙ୍କୁ ଜଣାଉ ଯେ, ସେମାନେ ଆସି ଆମ୍ଭମାନଙ୍କ ସହିତ ଯୋଗ ଦିଅନ୍ତୁ।