1 ବଂଶାବଳୀ 16:15 - ପବିତ୍ର ବାଇବଲ15 ଚିରକାଳ ନିମନ୍ତେ ତାହାଙ୍କ ଦତ୍ତ ନିୟମ ସ୍ମରଣ କର। ସେ ସହସ୍ର ପୁରୁଷ ନିମନ୍ତେ ସେହି ଆଜ୍ଞାମାନ ଦେଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି; Gade chapit laଓଡିଆ ବାଇବେଲ15 ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି; Gade chapit la |
“ତେଣୁ ମନେରଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର କେବଳ ଏକମାତ୍ର ପରମେଶ୍ୱର ଅଟନ୍ତି। ସେ ବିଶ୍ୱସ୍ତ ଅଟନ୍ତି। ସେ ତାଙ୍କର ନିୟମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ରେମ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସେମାନଙ୍କ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚୁକ୍ତି ପ୍ରତି ବିଶ୍ୱସନୀୟତା ସହସ୍ର ପୁରୁଷ ପର୍ଯ୍ୟନ୍ତ ଲାଗିରହେ।