Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:2 - ପବିତ୍ର ବାଇବଲ

2 ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରି ସାରିବା ପରେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।

Gade chapit la Kopi




1 ବଂଶାବଳୀ 16:2
17 Referans Kwoze  

ଏହା ପରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। ତାଙ୍କ ଛାମୁରୁ ବିଦାୟ ନେଲେ।


ସମସ୍ତେ ଜାଣନ୍ତି ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।


ଯାଜକମାନେ ଓ ଲେବୀୟମାନେ ଉଠି ଛିଡ଼ା ହେଲେ ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କ କଥା ଶୁଣିଲେ, ସେମାନଙ୍କର ପ୍ରାର୍ଥନା ସଦାପ୍ରଭୁଙ୍କ ପବିତ୍ର ଗୃହ ସ୍ୱର୍ଗରେ ପହଞ୍ଚିଲା।


ଉତ୍ସର୍ଗ କାର୍ଯ୍ୟ ଶେଷ ହେବାପରେ, ରାଜା ହିଜକିୟ ଓ ତାଙ୍କ ସହିତ ସମସ୍ତ ଜନତା ନତମସ୍ତକ ହେଲେ ଓ ଉପାସନା କଲେ।


ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।


ଏହା ପରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କଲେ ଓ ପଠେଇ ଦେଲେ। ଏବଂ ସେମାନେ ସେମାନଙ୍କର ଗୃହକୁ ପ୍ରତ୍ୟାବର୍ତ୍ତନ କଲେ।


“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।


ଏହା ପରେ ଯୋଷେଫ ତାଙ୍କର ପିତା ଯାକୁବଙ୍କୁ ଫାରୋଙ୍କ ସହିତ ସାକ୍ଷାତ କରାଇଲେ। ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।


ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନରାୟ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫେରାଇଦିଅ। ଅବ୍ରହାମ ଜଣେ ଭବିଷ୍ୟ‌ଦ୍‌ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ନ ଫେରାଅ ତେବେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ୟୁବରଣ କରିବେ।”


ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।


ତା'ପରେ ସେମାନେ ନିୟମସିନ୍ଦୁକକୁ ବୋହି ଆଣିଲେ ଓ ତମ୍ବୁ ଭିତରେ ରଖିଲେ, ଯାହାକି ଦାଉଦ ପ୍ରସ୍ତୁତ କରିଥିଲେ। ଏହା ପରେ ସେମାନେ ପରମେଶ୍ୱରଙ୍କ ଆଗରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ଏହା ପରେ ସେ ପ୍ରତ୍ୟେକ ଇସ୍ରାଏଲୀୟ ପୁରୁଷ ଓ ସ୍ତ୍ରୀଙ୍କୁ ପାଉଁରୋଟୀର ଏକ ଖଣ୍ଡ, କିଛି ଖଜୁରୀ କୋଳି ଓ କି‌‌‌ସ୍‌ମିସ୍ ଦେଲେ।


ପୁଣି ପର୍ବ ଦିନରେ; ଅମାବାସ୍ୟାରେ ଓ ବିଶ୍ରାମବାରଗୁଡ଼ିକରେ ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଶସ୍ୟବଳି ଓ ପେୟନୈବେଦ୍ୟ ଓ ସହଭାଗିତାର ନୈବେଦ୍ୟ ଅଧିପତି ଦେବେ। ଅଧିପତି ଇସ୍ରାଏଲକୁ ପବିତ୍ର କରିବା ପାଇଁ ସମସ୍ତ ପାପାର୍ଥକ ବଳି, ଶସ୍ୟ ନୈବେଦ୍ୟ, ହୋମବଳି, ସହଭାଗିତାର ନୈବେଦ୍ୟ ଉତ୍ସର୍ଗ କରିବେ।”


Swiv nou:

Piblisite


Piblisite