Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:21 - ପବିତ୍ର ବାଇବଲ

21 କିନ୍ତୁ ସଦାପ୍ରଭୁ କାହାରିକୁ ସେମାନଙ୍କୁ ଆଘାତ କରିବାକୁ ଅନୁମତି ଦେଲେ ନାହିଁ, ସେମାନଙ୍କୁ ଆଘାତ ନ କରିବାକୁ ସଦାପ୍ରଭୁ ରାଜାଗଣଙ୍କୁ ସତର୍କ କରାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;

Gade chapit la Kopi

ଓଡିଆ ବାଇବେଲ

21 ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;

Gade chapit la Kopi




1 ବଂଶାବଳୀ 16:21
9 Referans Kwoze  

କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।”


ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ୱାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।


ମୋହର ପୂର୍ବପୁରୁଷଙ୍କ ପରମେଶ୍ୱର ଅବ୍ରହାମଙ୍କ ପରମେଶ୍ୱର ଓ ଇ‌ସ୍‌ହାକଙ୍କର ଭୟନାଶକ ପରମେଶ୍ୱର ଯେବେ ମୋ’ ସହିତ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥା’ନ୍ତ। ପରମେଶ୍ୱର ମୋର ଦୁଃଖ ଓ ହସ୍ତର ପରିଶ୍ରମ ଦେଖି ଅଛନ୍ତି। ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”


ତୁମ୍ଭକୁ ଆଘାତ କରିବା ପାଇଁ ମୋର ଶକ୍ତି ଅଛି। କିନ୍ତୁ ଗତ ରାତିରେ ତୁମ୍ଭ ପିତାଙ୍କର ପରମେଶ୍ୱର ସ୍ୱପ୍ନରେ ମୋତେ ସତର୍କ କରାଇ ଦେଲେ, ତୁମ୍ଭକୁ ଉତ୍ସାହିତ ବା ହତୋତ୍ସାହିତ ନ କରିବାକୁ।


ସେହି ରାତିରେ ପରମେଶ୍ୱର ଲାବନକୁ ସ୍ୱପ୍ନରେ ଦର୍ଶନ ଦେଲେ। ପରମେଶ୍ୱର କହିଲେ, “ସାବଧାନ ହୁଅ! ଯାକୁବ କହିଥିବା ପ୍ରତ୍ୟେକ କଥା ପାଇଁ ସାବଧାନ ହୁଅ।”


ସେମାନେ ଗୋଟିଏ ଦେଶରୁ ଆଉ ଏକ ଦେଶକୁ ଗଲେ, ସେମାନେ ଗୋଟିଏ ରାଜ୍ୟରୁ ଆଉ ଏକ ରାଜ୍ୟକୁ ଗଲେ।


ମୋୟାବ ଓ ଅମ୍ମୋନର ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହୋଇଥିଲେ ଏବଂ ସେମାନଙ୍କୁ ଅପମାନିତ କରିଥିଲେ।


Swiv nou:

Piblisite


Piblisite