Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:3 - ପବିତ୍ର ବାଇବଲ

3 ଏହା ପରେ ସେ ପ୍ରତ୍ୟେକ ଇସ୍ରାଏଲୀୟ ପୁରୁଷ ଓ ସ୍ତ୍ରୀଙ୍କୁ ପାଉଁରୋଟୀର ଏକ ଖଣ୍ଡ, କିଛି ଖଜୁରୀ କୋଳି ଓ କି‌‌‌ସ୍‌ମିସ୍ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣକୁ ଏକ ଏକ ରୋଟୀ ଓ ମାଂସର ଏକ ଏକ ଅଂଶ ଓ ଏକ ଏକ ଖଣ୍ତ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।

Gade chapit la Kopi

ଓଡିଆ ବାଇବେଲ

3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।

Gade chapit la Kopi




1 ବଂଶାବଳୀ 16:3
11 Referans Kwoze  

ପୁଣି ପର୍ବ ଦିନରେ; ଅମାବାସ୍ୟାରେ ଓ ବିଶ୍ରାମବାରଗୁଡ଼ିକରେ ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଶସ୍ୟବଳି ଓ ପେୟନୈବେଦ୍ୟ ଓ ସହଭାଗିତାର ନୈବେଦ୍ୟ ଅଧିପତି ଦେବେ। ଅଧିପତି ଇସ୍ରାଏଲକୁ ପବିତ୍ର କରିବା ପାଇଁ ସମସ୍ତ ପାପାର୍ଥକ ବଳି, ଶସ୍ୟ ନୈବେଦ୍ୟ, ହୋମବଳି, ସହଭାଗିତାର ନୈବେଦ୍ୟ ଉତ୍ସର୍ଗ କରିବେ।”


ଆଉ ସେ ସେମାନଙ୍କୁ କହିଲେ, “ଘରକୁ ଯାଅ, ଚି‌କ୍‌କଣ ଦ୍ରବ୍ୟ ଭୋଜନ କର, ସୁମିଷ୍ଟ ଦ୍ରବ୍ୟ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହୋଇ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହେବ।”


ପ୍ରେମ ଅନେକ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ୱାଗତ ଜଣାଅ।


ଯିହୁଦାର ରାଜା ହିଜକିୟ ସମ୍ମିଳିତ ଜନତାକୁ 1,000 ବଳଦ ଓ 7,000 ମେଷକୁ ହତ୍ୟାକରି ଭୋଜନ କରିବା ନିମନ୍ତେ ପ୍ରଦାନ କଲେ। ନେତାମାନେ ସମ୍ମିଳିତ ଜନତାକୁ 1,000 ବଳଦ ଓ 10,000 ମେଷ ଦେଲେ। ଅନେକ ଯାଜକମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ।


ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରି ସାରିବା ପରେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।


ଏହା ପରେ ନିୟମସିନ୍ଦୁକ ସମ୍ମୁଖରେ ସେବାକାର୍ଯ୍ୟ କରିବା ନିମନ୍ତେ ଦାଉଦ କେତେଜଣ ଲେବୀୟଙ୍କୁ ମନୋନୀତ କଲେ। ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସେହି ଲେବୀୟମାନଙ୍କ କାର୍ଯ୍ୟ ଥିଲା।


କି‌‌‌ସ୍‌‌‌ମିସ୍ ପିଠା ଦେଇ ମୋତେ ଶକ୍ତିଶାଳୀ କର ଓ ସେଓ ଦେଇ ମୋତେ ସତେଜ କରି ଦିଅ, କାରଣ ମୁଁ ପ୍ରେମ ସହିତ ପୀଡ଼ିତା।


ଏହି ଅହଙ୍କାର ଯୋଗୁଁ ସମସ୍ତ ମୋୟାବ କଷ୍ଟ ଭୋଗିବ। ମୋୟାବର ସମସ୍ତ ଲୋକ କ୍ରନ୍ଦନ କରିବେ। ସେମାନେ ଦୁଃଖିତ ହେବେ। ଅତୀତରେ ତାଙ୍କର ଯାହା ଥିଲା ସେଗୁଡ଼ିକୁ ସେ ଇଚ୍ଛା କରିବେ। ସେମାନେ ହେରସତରର ଶୁଷ୍କ କି‌‌ସ୍‌‌ମି‌‌ସ୍‌‌ର ପିଠା ପାଇଁ ଇଚ୍ଛା କରିବେ।


ତା'ପରେ ସଦାପ୍ରଭୁ ପୁନର୍ବାର ମୋତେ କହିଲେ, “ଗୋମରର ଅନେକ ପ୍ରେମିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସେମାନେ ଅନ୍ୟ ଦେବତାଙ୍କୁ ପୂଜାକରି ଗ୍ଭଲନ୍ତି।”


ତା'ପରେ ଶଲୋମନ ଜାଗ୍ରତ ହେଲେ ଓ ଜାଣିଲେ ଯେ ପରମେଶ୍ୱର ତାଙ୍କୁ ସ୍ୱପ୍ନାଦେଶ କରିଛନ୍ତି। ତେଣୁ ସେ ଯିରୁଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଦଣ୍ଡାୟମାନ ହୋଇ ହୋମବଳି ଉତ୍ସର୍ଗ କଲେ ଓ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ନିଜର କର୍ମଗ୍ଭରୀ ଓ ଅନୁଚରମାନଙ୍କୁ ଏକ ଭୋଜି ଦେଲେ।


Swiv nou:

Piblisite


Piblisite