1 ବଂଶାବଳୀ 17:2 - ପବିତ୍ର ବାଇବଲ2 ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ୱର ତୁମ୍ଭ ସହିତରେ ଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ନାଥନ ଦାଉଦଙ୍କୁ କହିଲେ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି। Gade chapit laଓଡିଆ ବାଇବେଲ2 ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।” Gade chapit la |
ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, “ହେ ମୋର ଭ୍ରାତା ଓ ମୋର ଲୋକଗଣ, ମୋର କଥା ଶୁଣ। ମୋର ହୃଦୟରେ ମୁଁ ସଦାପ୍ରଭୁଙ୍କ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ଇଚ୍ଛା କରିଥିଲି। ପରମେଶ୍ୱରଙ୍କ ପାଦପୀଠ ହେବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ୱରଙ୍କ ସେହି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନେକ ଯୋଜନାମାନ କରିଥିଲି।