1 ବଂଶାବଳୀ 17:23 - ପବିତ୍ର ବାଇବଲ23 “ହେ ସଦାପ୍ରଭୁ, ତୁମ୍ଭେ ମୋ’ ନିକଟରେ ଓ ମୋର ପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସେହି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର। Gade chapit laପବିତ୍ର ବାଇବଲ (Re-edited) - (BSI)23 ଏବେ ହେ ସଦାପ୍ରଭୋ ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନ; କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର। Gade chapit laଓଡିଆ ବାଇବେଲ23 ଏବେ ହେ ସଦାପ୍ରଭୁ ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତ କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର। Gade chapit la |
“ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲର ବାର ଗୋଟି ଗୋଷ୍ଠୀକୁ ପରିଗ୍ଭଳିତ କରିବା ନିମନ୍ତେ ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ। ଏହା ପରେ ସେହି ଗୋଷ୍ଠୀରୁ ସଦାପ୍ରଭୁ ମୋର ପିତାଙ୍କ ପରିବାରକୁ ମନୋନୀତ କଲେ। ଆଉ ସେହି ପରିବାରରୁ ପରମେଶ୍ୱର ମୋତେ ଚିରକାଳ ନିମନ୍ତେ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ କଲେ। ପରମେଶ୍ୱର ମୋତେ ଇସ୍ରାଏଲର ରାଜା କରିବାକୁ ଇଚ୍ଛା କଲେ।