Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 18:1 - ପବିତ୍ର ବାଇବଲ

1 ପରେ ଦାଉଦ ପଲେଷ୍ଟୀୟ ଲୋକଙ୍କୁ ଆକ୍ରମଣ କଲେ। ସେ ସେମାନଙ୍କୁ ପରାସ୍ତ କଲେ। ସେ ପଲେଷ୍ଟୀୟମାନଙ୍କଠାରୁ ଗାଥ୍ ସହର ଓ ତାହାର ଚତୁର୍ଦ୍ଦିଗରେ ଥିବା କ୍ଷୁଦ୍ର ସହରଗୁଡ଼ିକୁ ଚ୍ଛିନ୍ନ କରି ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଓ ତହିଁର ଉପନଗରସକଳ ହରଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଓ ତହିଁର ଉପନଗରସକଳ ହରଣ କଲେ।

Gade chapit la Kopi




1 ବଂଶାବଳୀ 18:1
8 Referans Kwoze  

ଗାଥ୍ ସହରକୁ ଏହି ସମ୍ବାଦ ଦିଅ ନାହିଁ। ଅସ୍କିଲୋନର ଦାଣ୍ଡରେ ଏହା ପ୍ରଗ୍ଭର କର ନାହିଁ। ଯଦି ତୁମ୍ଭେ ଏହା କର, ସେହି ପଲେଷ୍ଟୀୟ ନଗରଗୁଡ଼ିକ ଆନନ୍ଦ କରିବେ। ସେହି ନଗରର ଅସଭ୍ୟ ପ୍ରତିମା ପୂଜକଗଣ ଆନନ୍ଦିତ ହେବେ।


ଲୋକମାନେ ଶାଉଲଙ୍କୁ କହିଲେ, ଦାଉଦ ଗା‌ଥ୍‌କୁ ପଳାଇ ଅଛି। ଏ କଥା ଜାଣିବା ପରେ ସେ ଆଉ ତାଙ୍କର ଅନ୍ୱେଷଣ କଲେ ନାହିଁ।


ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗା‌ଥ୍‌କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।


ହେ ସଦାପ୍ରଭୁ, ତୁମ୍ଭେ ସ୍ୱୟଂ ମୋର ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମୋର ପରିବାର ପ୍ରକୃତରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହେବ।”


ଏହା ପରେ ଦାଉଦ ମୋୟାବ ଦେଶକୁ ପରାସ୍ତ କଲେ। ମୋୟାବୀୟ ଲୋକମାନେ ଦାଉଦଙ୍କ ଦାସ ହେଲେ। ସେମାନେ ଦାଉଦଙ୍କୁ ରାଜଦେୟ ଅର୍ପଣ କଲେ।


ପଲେଷ୍ଟୀୟମାନେ ଇସ୍ରାଏଲର ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସହର ଛଡ଼ାଇ ନେଇଥିଲେ? କିନ୍ତୁ ଇସ୍ରାଏଲୀୟମାନେ ସେହି ସହରଗୁଡ଼ିକୁ ଫେରାଇ ନେଲେ। ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ହୋଇଥିଲା।


ଗାଥ୍, ମାରେଶା, ସୀଫ୍,


Swiv nou:

Piblisite


Piblisite