1 ବଂଶାବଳୀ 18:11 - ପବିତ୍ର ବାଇବଲ
11 ରାଜା ଦାଉଦ ସେହିସବୁ ବସ୍ତୁକୁ ପବିତ୍ର କଲେ ଓ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ଇଦୋମ, ମୋୟାବ ଓ ଅମ୍ମୋନୀୟ, ପଲେଷ୍ଟୀୟ ଓ ଅମାଲେକୀୟମାନଙ୍କଠାରୁ ଆଣିଥିବା ରୂପା ଓ ସୁନାରେ ଠିକ୍ ସେହି ପ୍ରକାର ସାମଗ୍ରୀ ତିଆରି କଲେ।
Gade chapit la Kopi
11 ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ; ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
Gade chapit la Kopi
11 ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
Gade chapit la Kopi
11 ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
Gade chapit la Kopi