1 ବଂଶାବଳୀ 18:16 - ପବିତ୍ର ବାଇବଲ16 ସାଦୋକ୍ ଓ ଅହୀମେଲକ୍ ଯାଜକ ଥିଲେ। ସାଦୋକ୍ ଅହୀଟୂବର ପୁତ୍ର ଏବଂ ଅହୀମେଲକ୍ ଅବିୟାଥରଙ୍କ ପୁତ୍ର ଥିଲେ। ଶାବ୍ଶା ଲିପିକାର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥର ପୁତ୍ର ଅହୀମେଲକ୍ ଯାଜକ ଥିଲେନ୍ତଆଉ ଶାବ୍ଶା ଲେଖକ ଥିଲା। Gade chapit laଓଡିଆ ବାଇବେଲ16 ପୁଣି, ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା। Gade chapit la |
ଶମୟିୟ ସମ୍ପାଦକ ଥିଲେ। ସେ ନଥନେଲଙ୍କ ପୁତ୍ର ଥିଲେ। ଶମୟିୟ ଲେବୀ ଗୋଷ୍ଠୀରୁ ଆସିଥିଲେ। ଶମୟିୟ ସେହି ବଂଶଧରମାନଙ୍କ ନାମ ଲେଖିଲେ। ସେ ସେହି ନାମଗୁଡ଼ିକୁ ରାଜା ଦାଉଦ ଓ ସେହି ନେତାଗଣ: ଯାଜକ ସାଦୋକ, ଅହୀମେଲକ, ଯାଜକମାନଙ୍କର ବଂଶଜ ନେତା ଓ ଲେବୀ ବଂଶଜ ନେତାମାନଙ୍କ ସମ୍ମୁଖରେ ଲେଖିଲେ। ଅହୀମେଲକ ଅବିୟାଥରଙ୍କ ପୁତ୍ର ଥିଲେ। ପ୍ରତିଥର ଗୁଲିବାଣ୍ଟ ଦ୍ୱାରା ସେମାନେ ଜଣେ ବ୍ୟକ୍ତିକୁ ମନୋନୀତ କଲେ ଓ ଶମୟିୟ ସେହି ଲୋକର ନାମ ଲେଖି ରଖିଲେ। ତେଣୁ ସେମାନେ ଇଲିୟାସର ଓ ଈଥାମରଙ୍କ ପରିବାରର ବ୍ୟକ୍ତିମାନଙ୍କର ମଧ୍ୟ କାମକୁ ଭାଗ କରିଦେଲେ।