Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 18:8 - ପବିତ୍ର ବାଇବଲ

8 ଦାଉଦ ଆହୁରି ମଧ୍ୟ ହଦରେଷରର ଟିଭତ୍ ଓ କୂନ୍ ସହରରୁ ବହୁତ ପିତ୍ତଳ ଆଣିଲେ। ଶଲୋମନ ସେହି ପିତ୍ତଳରୁ ପିତ୍ତଳ ଜଳଧାର, ପିତ୍ତଳ ସ୍ତମ୍ଭ ଓ ଅନ୍ୟାନ୍ୟ ବସ୍ତୁ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଦାଉଦ ହଦରେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ବିସ୍ତର ପିତ୍ତଳ ଆଣିଲେ, ତଦ୍ଦ୍ଵାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍‍ ଓ କୂନ୍‍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।

Gade chapit la Kopi




1 ବଂଶାବଳୀ 18:8
10 Referans Kwoze  

ଦାଉଦ ମଧ୍ୟ ହଦଦେଷର ସହର ବେଟହ ଓ ବେରୋଥାରୁ ବହୁତ ଦ୍ରବ୍ୟ ଓ ଅପାର ପିତ୍ତଳ ନେଇ ଆସିଲେ।


“ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଅଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ୱର୍ଣ୍ଣ ଦେଇଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦେଇଅଛି। ମୁଁ ଏତେ ପରିମାଣରେ ପିତ୍ତଳ ଓ ଲୁହା ଦେଇଅଛି ଯେ, ତାହା ତୌଲ କରାଯାଇ ନ ପାରେ। ମୁଁ କାଠ ଓ ପ୍ରସ୍ତର ମଧ୍ୟ ଦେଇଅଛି। ଶଲୋମନ, ତୁମ୍ଭେ ସେଥିରେ ଆହୁରି ଯୋଗ କରିପାର।


ଦାଉଦ ହଦରେଷରଙ୍କ ସେନାପତିମାନଙ୍କଠାରୁ ସୁବର୍ଣ୍ଣ ଢାଲଗୁଡ଼ିକ ନେଇଗଲେ ଓ ସେଗୁଡ଼ିକୁ ଯିରୁଶାଲମକୁ ଆଣିଲେ।


ତୟି ହମାତ ନଗରୀର ରାଜା ଥିଲେ। ହଦରେଷର ସୋବାର ରାଜା ଥିଲେ। ତୟି ଶୁଣିବାକୁ ପାଇଲେ ଯେ, ଦାଉଦ ହଦରେଷରଙ୍କ ସମସ୍ତ ସୈନ୍ୟବାହିନୀକୁ ପରାସ୍ତ କରିଛନ୍ତି।


ହୂରମ୍ ପାତ୍ର, ବେଲଗ୍ଭ ଓ ବେସିନ୍ ସବୁ ନିର୍ମାଣ କଲେ। ଏହିପରି ହୂରମ୍ ପରମେଶ୍ୱରଙ୍କ ମନ୍ଦିରରେ ରାଜା ଶଲୋମନଙ୍କ ନିମନ୍ତେ ନିଜର କାର୍ଯ୍ୟ ଶେଷ କଲେ।


ଶଲୋମନ ମନ୍ଦିରର ସମ୍ମୁଖରେ ଦୁଇଟି ସ୍ତମ୍ଭ ରଖିଲେ। ଏହି ସ୍ତମ୍ଭ ପଞ୍ଚତିରିଶ୍ ହାତ ଉଚ୍ଚ ଥିଲା। ଏହି ସ୍ତମ୍ଭ ଦୁଇଟିର ଅଗ୍ରଭାଗ ପାଞ୍ଚ ହାତରୁ ଟିକେ ଅଧିକ ଲମ୍ବ ଥିଲା।


Swiv nou:

Piblisite


Piblisite