Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:1 - ପବିତ୍ର ବାଇବଲ

1 ନାହଶ୍ ଅମ୍ମୋନୀୟ ଲୋକଙ୍କର ରାଜା ଥିଲେ। ନାହଶ୍ ମୃତ୍ୟୁ ଭୋଗ କଲେ ଓ ତାଙ୍କର ପୁତ୍ର ନୂତନ ରାଜା ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥି ଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।

Gade chapit la Kopi




1 ବଂଶାବଳୀ 19:1
5 Referans Kwoze  

ତା'ପରେ ତୁମ୍ଭେ ଦେଖିଲ ଅମ୍ମୋନର ରାଜା ନାହଶ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ତୁମ୍ଭେ କହିଲ, ‘ନା! ଆମ୍ଭେ ଜଣେ ରାଜା ଗ୍ଭହୁଁ’ ଯଦିଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ।


ବନାୟ, କରେଥୀୟ ଓ ପଲେଥୀୟ ରକ୍ଷୀମାନଙ୍କର ଦାୟିତ୍ୱରେ ଥିଲେ। ବନାୟ ଯିହୋୟାଦାଙ୍କ ପୁତ୍ର ଥିଲେ। ଆଉ ଦାଉଦଙ୍କ ପୁତ୍ରମାନେ ରାଜା ଦାଉଦଙ୍କର ସେବା ନିମନ୍ତେ ମୁଖ୍ୟ ପଦାଧିକାରୀ ଥିଲେ।


ଏ ଉତ୍ତାରେ ଦାଉଦ କହିଲେ, “ନାହଶ୍ ମୋ’ ପ୍ରତି ଦୟାଳୁ ହୋଇଥିଲେ, ତେଣୁ ମୁଁ ନାହଶଙ୍କ ପୁତ୍ର ହାନୂନ୍ ପ୍ରତି ଦୟାଳୁ ହେବି।” ତେଣୁ ହାନୂନଙ୍କୁ ତାହାଙ୍କ ପିତାଙ୍କ ମୃତ୍ୟୁ ବିଷୟକ ସାନ୍ତ୍ୱନା ଦେବା ନିମନ୍ତେ ଦାଉଦ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ଦାଉଦଙ୍କ ବାର୍ତ୍ତାବାହକମାନେ ହାନୂନଙ୍କୁ ସାନ୍ତ୍ୱନା ଦେବା ନିମନ୍ତେ ଅମ୍ମୋନ ଦେଶକୁ ଗଲେ।


Swiv nou:

Piblisite


Piblisite