Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:15 - ପବିତ୍ର ବାଇବଲ

15 ଅମ୍ମୋନୀୟ ସୈନ୍ୟଦଳ ଦେଖିଲେ ଯେ, ଅରାମର ସୈନ୍ୟଦଳ ପଳାୟନ କରୁଅଛନ୍ତି, ତେଣୁ ସେମାନେ ମଧ୍ୟ ପଳାୟନ କଲେ। ସେମାନେ ଅବୀଶୟ ଓ ତାଙ୍କର ସୈନ୍ୟଦଳଠାରୁ ପଳାୟନ କଲେ। ଅମ୍ମୋନୀୟମାନେ ସେମାନଙ୍କ ନଗରକୁ ଫେରିଗଲେ ଓ ଯୋୟାବ ଯିରୁଶାଲମକୁ ଫେରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।

Gade chapit la Kopi

ଓଡିଆ ବାଇବେଲ

15 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା।

Gade chapit la Kopi




1 ବଂଶାବଳୀ 19:15
4 Referans Kwoze  

ସେଥିପାଇଁ ଆମ୍ଭେ ଏହି ବିଷୟରେ କ’ଣ କହିବା? ଯଦି ପରମେଶ୍ୱର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।


“ତୁମ୍ଭେମାନେ ତୁମ୍ଭମାନଙ୍କ ଶତ୍ରୁକୁ ଘଉଡ଼ାଇ ଦେବ। ସେମାନେ ତୁମ୍ଭମାନଙ୍କର ‌‌ଖ‌ଡ଼୍‌ଗରେ ଧରାଶାୟୀ ହେବେ।


ଯୋୟାବଙ୍କ ସୈନ୍ୟବାହିନୀ ଅରାମର ସୈନ୍ୟଦଳକୁ ଆକ୍ରମଣ କଲେ। ଅରାମର ସୈନ୍ୟଦଳ ଯୋୟାବ ଓ ତାଙ୍କର ସୈନ୍ୟବାହିନୀଠାରୁ ପଳାୟନ କଲେ।


ଅରାମୀୟ ନେତାମାନେ ଦେଖିଲେ ଯେ, ଇସ୍ରାଏଲ ସେମାନଙ୍କୁ ପରାଜିତ କରିଅଛି। ତେଣୁ ସେମାନେ ଫରାତ୍ ନଦୀର ପୂର୍ବଆଡ଼େ ବାସ କରୁଥିବା ଅରାମୀୟ ଲୋକମାନଙ୍କଠାରୁ ସାହାଯ୍ୟ ମାଗିବା ନିମନ୍ତେ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ଶୋଫକ୍ ଅରାମରୁ ଆସିଥିବା ହଦରେଷରଙ୍କ ସୈନ୍ୟଦଳର ସେନାପତି ଥିଲେ। ଶୋଫକ୍ ଅନ୍ୟ ଅରାମୀୟ ସୈନ୍ୟଦଳକୁ ମଧ୍ୟ ପରିଗ୍ଭଳିତ କରୁଥିଲେ।


Swiv nou:

Piblisite


Piblisite