Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:18 - ପବିତ୍ର ବାଇବଲ

18 ଦାଉଦ ଓ ତାଙ୍କର ସୈନ୍ୟବାହିନୀ 7,000 ଅରାମୀୟ ରଥଗ୍ଭଳକ ଓ 40,000 ଅରାମୀୟ ସୈନ୍ୟଙ୍କୁ ହତ୍ୟା କଲେ। ଦାଉଦ ଓ ତାଙ୍କର ସୈନ୍ୟବାହିନୀ ଅରାମୀୟ ସୈନ୍ୟଦଳର ସେନାପତି ଶୋଫକକୁ ମଧ୍ୟ ହତ୍ୟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ସହସ୍ର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍କୁ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର, ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି, ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ହଜାର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍‍କୁ ବଧ କଲେ।

Gade chapit la Kopi




1 ବଂଶାବଳୀ 19:18
7 Referans Kwoze  

ଅରାମୀୟମାନେ ଯୁଦ୍ଧ କରି ନ ପାରି ଇସ୍ରାଏଲୀୟମାନଙ୍କ ଆଗରୁ ପଳାୟନ କଲେ। ଦାଉଦ ଅରାମୀୟମାନଙ୍କ 700 ରଥାରୂଢ଼ ଓ 40,000 ଅଶ୍ୱାରୂଢ଼ ସୈନ୍ୟଙ୍କୁ ହତ୍ୟା କଲେ। ପୁଣି ସେ ସେମାନଙ୍କର ସେନାପତି ଶୋବକକୁ ଆଘାତ କଲେ ଓ ସେ ସେହିଠାରେ ମୃତ୍ୟୁବରଣ କଲା।


ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା


ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ। ଜଣେ ଶକ୍ତିଶାଳୀ ସୈନିକ କେବଳ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।


ପରମେଶ୍ୱର ଆମ୍ଭକୁ ବଳ ପ୍ରଦାନ କରନ୍ତି। ସେ ମୋତେ ଶୁଦ୍ଧ ଜୀବନଯାପନ କରିବା ପାଇଁ ସାହାଯ୍ୟ କରନ୍ତି।


ଅରାମୀୟ ଲୋକମାନେ ଯୁଦ୍ଧ ନିମନ୍ତେ ଏକତ୍ର ହେଉଅଛନ୍ତି ବୋଲି ଦାଉଦ ଶୁଣିଲେ। ତେଣୁ ଦାଉଦ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କଲେ। ଦାଉଦ ସେମାନଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେଲେ। ସେମାନେ ଅରାମୀୟମାନଙ୍କ ସହିତ ସମ୍ମୁଖାସମ୍ମୁଖୀ ହେଲେ। ଦାଉଦ ଯୁଦ୍ଧ ନିମନ୍ତେ ନିଜ ସୈନ୍ୟଦଳକୁ ପ୍ରସ୍ତୁତ କଲେ ଓ ସେମାନେ ଅରାମୀୟମାନଙ୍କୁ ଆକ୍ରମଣ କଲେ।


ହଦରେଷରଙ୍କ ପଦାଧିକାରୀମାନେ ଯେତେବେଳେ ଦେଖିଲେ ଯେ, ଇସ୍ରାଏଲ ସେମାନଙ୍କୁ ପରାଜିତ କରିଅଛି, ସେମାନେ ଦାଉଦଙ୍କ ସହିତ ଶାନ୍ତି ସ୍ଥାପନ କଲେ। ସେମାନେ ଦାଉଦଙ୍କର ଦାସ ହେଲେ। ତେଣୁ ଅରାମୀୟମାନେ ଅମ୍ମୋନୀୟମାନଙ୍କୁ ଆଉ ସାହାଯ୍ୟ କରିବାକୁ ରାଜି ହେଲେ ନାହିଁ।


Swiv nou:

Piblisite


Piblisite