Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:19 - ପବିତ୍ର ବାଇବଲ

19 ହଦରେଷରଙ୍କ ପଦାଧିକାରୀମାନେ ଯେତେବେଳେ ଦେଖିଲେ ଯେ, ଇସ୍ରାଏଲ ସେମାନଙ୍କୁ ପରାଜିତ କରିଅଛି, ସେମାନେ ଦାଉଦଙ୍କ ସହିତ ଶାନ୍ତି ସ୍ଥାପନ କଲେ। ସେମାନେ ଦାଉଦଙ୍କର ଦାସ ହେଲେ। ତେଣୁ ଅରାମୀୟମାନେ ଅମ୍ମୋନୀୟମାନଙ୍କୁ ଆଉ ସାହାଯ୍ୟ କରିବାକୁ ରାଜି ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହୁଁ ହଦରେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହୁଁ ହଦଦେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି, ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ।

Gade chapit la Kopi




1 ବଂଶାବଳୀ 19:19
13 Referans Kwoze  

ଅଶୂର ନିଜକୁ ନିଜେ କହିହୁଏ, ‘ମୋର ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।


ସେହି ଲୋକମାନେ ମୋ’ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମୋତେ ମାନିବେ। ସେହି ବିଦେଶୀମାନେ ମୋତେ ଦେଖି ଭୟଭୀତ ହେବେ।


ହେ ପରମେଶ୍ୱର, ତୁମ୍ଭେ ମୋତେ ଯୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଛ। ତୁମ୍ଭେ ମୋର ଶତ୍ରୁମାନଙ୍କୁ ମୋ’ ନିକଟରେ ପକାଇ ଦେଇଛ।


ତେଣୁ ଦାଉଦ ସବୁଦେଶରେ ବିଖ୍ୟାତ ହୋଇ ଉଠିଲେ। ସଦାପ୍ରଭୁ ସମସ୍ତ ଦେଶଗଣଙ୍କୁ ଦାଉଦଙ୍କ ପ୍ରତି ଭୟଭୀତ କରାଇଲେ।


ରାଜା ବି‌ନ୍‌ହଦଦ୍ ଅନ୍ୟ ରାଜାମାନଙ୍କ ସହିତ ପାନ କରୁଥିବା ସମୟରେ ଦୂତମାନେ ଏ ସମ୍ବାଦ ଦେଲେ। ରାଜା ତାଙ୍କର ଲୋକମାନଙ୍କୁ ପ୍ରସ୍ତୁତ ହେବାକୁ ଆଦେଶ ଦେଲେ। ତେଣୁ ସେମାନେ ପ୍ରସ୍ତୁତ ହୋଇ ନଗର ବିରୁଦ୍ଧରେ ଆକ୍ରମଣ କରିବାକୁ ବାହାରିଲେ।


ଅରାମର ରାଜା ବି‌ନ୍‌ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ରିତ କଲେ। ପୁଣି ତାଙ୍କର ସଙ୍ଗରେ ବତିଶ୍ ଜଣ ରାଜା ଆଉ ଅଶ୍ୱଗଣ ଓ ରଥମାନ ସଙ୍ଗରେ ଥିଲେ। ପୁଣି ସେ ଯାଇ ଶମରିୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।


ହଦଦେଷରଙ୍କର ସେବା କରୁଥିବା ରାଜାମାନେ ଦେଖିଲେ ଯେ ଇସ୍ରାଏଲୀୟମାନେ ସେମାନଙ୍କୁ ପରାସ୍ତ କଲେଣି ଓ ସେ ଇସ୍ରାଏଲୀୟମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କର ସେବକ ହେଲେ। ଅରାମୀୟମାନେ ପୁନ୍ନରାୟ ଅମ୍ମୋନୀୟମାନଙ୍କୁ ସାହାଯ୍ୟ କରିବାକୁ ଭୟ କଲେ।


ଦାଉଦ ଓ ତାଙ୍କର ସୈନ୍ୟବାହିନୀ 7,000 ଅରାମୀୟ ରଥଗ୍ଭଳକ ଓ 40,000 ଅରାମୀୟ ସୈନ୍ୟଙ୍କୁ ହତ୍ୟା କଲେ। ଦାଉଦ ଓ ତାଙ୍କର ସୈନ୍ୟବାହିନୀ ଅରାମୀୟ ସୈନ୍ୟଦଳର ସେନାପତି ଶୋଫକକୁ ମଧ୍ୟ ହତ୍ୟା କଲେ।


ବସନ୍ତକାଳରେ, ଯୋୟାବ ଇସ୍ରାଏଲର ସୈନ୍ୟବାହିନୀକୁ ଯୁଦ୍ଧ ନିମନ୍ତେ କଢ଼ାଇ ନେଲେ। ବର୍ଷର ସେହି ସମୟରେ ରାଜାମାନେ ଯୁଦ୍ଧ କରିବା ନିମନ୍ତେ ବାହାରି ଆସୁଥିଲେ, କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ। ଇସ୍ରାଏଲର ସୈନ୍ୟବାହିନୀ ଅମ୍ମୋନ ଦେଶକୁ ଗଲେ ଓ ତାକୁ ବିନାଶ କଲେ। ସେମାନେ ରବ୍ବା ନଗରୀକୁ ଗଲେ ଓ ତା'ର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କଲେ। ନଗର ମଧ୍ୟରୁ ବାହାରକୁ କିଅବା ନଗର ମଧ୍ୟକୁ କାହାରିକୁ ଯିବାକୁ ଅନୁମତି ଦେଲେ ନାହିଁ। ଯୋୟାବ ଓ ଇସ୍ରାଏଲ ସୈନ୍ୟଗଣ ରବ୍ବା ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କଲେ।


ଏହା ପରେ ଅମ୍ମୋନ ସନ୍ତାନଗଣର ରାଜା ମରିଗଲା ପରେ ତା'ର ପୁତ୍ର ହାନୂନ୍ ରାଜ ପଦରେ ଅଭିଷିକ୍ତ ହେଲା।


Swiv nou:

Piblisite


Piblisite