1 ବଂଶାବଳୀ 19:6 - ପବିତ୍ର ବାଇବଲ6 ଅମ୍ମୋନୀୟ ଲୋକମାନେ ଦେଖିଲେ ଯେ, ସେମାନେ ନିଜକୁ ଦାଉଦଙ୍କର ଅତ୍ୟନ୍ତ ଘୃଣ୍ୟ ଶତ୍ରୁ କରିଅଛନ୍ତି। ଏହା ପରେ ହାନୂନ୍ ଓ ଅମ୍ମୋନୀୟ ଏକ ସହସ୍ର ତାଳନ୍ତ ରୂପା ଦେଇ ମେସୋପଟେମିୟାର ଅରାମସ୍ଥ ମାଖାରୁ ଓ ସୋବାରୁ ରଥ ଓ ରଥଗ୍ଭଳକମାନଙ୍କୁ କିଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ଵରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ମେସୋପଟାମିଆ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ଵାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳ; ରୂପା ପଠାଇଲେ। Gade chapit laଓଡିଆ ବାଇବେଲ6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ ରୂପା ପଠାଇଲେ। Gade chapit la |
କିନ୍ତୁ ଯାକୁବ, ଶିମିୟୋନ ଓ ଲେବୀକୁ କହିଲେ, “ତୁମ୍ଭେମାନେ ମୋତେ ବହୁ ଅସୁବିଧାରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମୋତେ ଘୃଣା କରିବେ। ସମସ୍ତ କିଣାନୀୟ ସମସ୍ତ ପିରିଜୀୟ ସମସ୍ତ ଲୋକେ ମୋର ବିରୁଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ଯୁଦ୍ଧ କରିବା ପାଇଁ ଏକତ୍ରିତ ହେବେ, ତେବେ ଆମ୍ଭେ ଧ୍ୱଂସ ପାଇଯିବା। ଏବଂ ଆମ୍ଭର ସମସ୍ତ ଲୋକ ମୋ’ ସହିତ ଶେଷ ହୋଇଯିବେ।”