Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:9 - ପବିତ୍ର ବାଇବଲ

9 ଅମ୍ମୋନୀୟ ଲୋକମାନେ ବାହାରି ଆସିଲେ ଓ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇଗଲେ। ସେମାନେ ନଗର-ଦ୍ୱାର ନିକଟରେ ଥିଲେ। ଯେଉଁ ରାଜାମାନେ ସାହାଯ୍ୟ କରିବାକୁ ଆସିଥିଲେ, ସେମାନେ ବାହାରେ ଥିବା କ୍ଷେତ୍ରଗୁଡ଼ିକ ମଧ୍ୟରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ଵାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।

Gade chapit la Kopi




1 ବଂଶାବଳୀ 19:9
12 Referans Kwoze  

ସେମାନଙ୍କ ଶବ୍ଦ ପର୍ବତ ଉପରେ ନାଚୁଥିବା ରଥ ପରି, ନଡ଼ାକୁ ଅଗ୍ନି ଜାଳିଲା ପରି, ଯୁଦ୍ଧ ପାଇଁ ପ୍ରସ୍ତୁତ ବଳବାନ୍ ଲୋକ ପରି ହେବ।


ସେମାନେ ଧନୁ ଓ ବର୍ଚ୍ଛା ଧରିଛନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରୁଛନ୍ତି। ସେମାନେ ଅଶ୍ୱାରୋହଣ କରି ଅଗ୍ରସର ହେଉଛନ୍ତି। ହେ ବାବିଲ, ସେମାନେ ସମସ୍ତେ ସୁସଜ୍ଜିତ ହୋଇ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି।


ତା'ପରେ ସଦାପ୍ରଭୁ ବିଗ୍ଭର ନିମନ୍ତେ ବିଗ୍ଭରକଙ୍କୁ ବିଗ୍ଭର ଜନିତ ଆତ୍ମା ଓ ଯେଉଁମାନେ ନଗରଦ୍ୱାରରେ ଯୁଦ୍ଧରେ ଫେରାଇ ଦିଅନ୍ତି ସେମାନଙ୍କ ପାଇଁ ବଳସ୍ୱରୂପ ହେବେ।


ଆସା ସେରହଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିଲେ। ମାରେଶାର ସଫାଥା ଉପତ୍ୟକାର ମାରେଶାହ ନିକଟରେ ଯୁଦ୍ଧ କରିବା ନିମନ୍ତେ ଆସାଙ୍କ ସୈନ୍ୟଦଳ ପ୍ରସ୍ତୁତ ହୋଇ ରହିଲେ।


ଅବିୟଙ୍କ ସୈନ୍ୟଦଳରେ 400,000 ଜଣ ସାହସୀ ସୈନିକ ଥିଲେ। ଅବିୟ ସେହି ସୈନ୍ୟଦଳକୁ ଯୁଦ୍ଧକ୍ଷେତ୍ରକୁ କଢ଼ାଇ ନେଲେ। ଯାରବିୟା‌ମଙ୍କ ସୈନ୍ୟଦଳରେ 800,000 ଜଣ ସାହସୀ ସୈନିକ ଥିଲେ। ଅବିୟଙ୍କ ସହିତ ଏକ ଯୁଦ୍ଧ ନିମନ୍ତେ ଯାରବିୟାମ୍ ପ୍ରସ୍ତୁତ ହେଲେ।


ଏହା ହିଁ ତୁମ୍ଭର କରିବା ଉଚିତ୍। ଆଉ ସୈନ୍ୟଗ୍ଭଳନା ଦାୟିତ୍ୱ ବତିଶ୍ ରାଜାମାନଙ୍କ ବଦଳରେ ସେନାପତିମାନଙ୍କ ହସ୍ତରେ ଦିଅନ୍ତୁ।


ଅରାମର ରାଜା ବି‌ନ୍‌ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ରିତ କଲେ। ପୁଣି ତାଙ୍କର ସଙ୍ଗରେ ବତିଶ୍ ଜଣ ରାଜା ଆଉ ଅଶ୍ୱଗଣ ଓ ରଥମାନ ସଙ୍ଗରେ ଥିଲେ। ପୁଣି ସେ ଯାଇ ଶମରିୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।


ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଉତ୍ତମ ବିଗ୍ଭର କର ମୁଁ ତାହା କରିବି।” ଏହା ପରେ ସେ ନଗର ଫାଟକ ପାର୍ଶ୍ୱରେ ଛିଡ଼ା ହେଲେ ଓ ହଜାର ଲୋକ ଦଳ ଦଳ ହୋଇ ବାହାରି ଆସିଲେ।


ସେହି ଦିନ ଅମ୍ମୋନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ। ସୋବା ଓ ରହୋବର ଅରାମୀୟ ଲୋକମାନେ, ଟୋବର ସୈନ୍ୟମାନେ ଏବଂ ମାଖା ନଗର ବାହାର କ୍ଷେତ୍ରରେ ଏକତ୍ରିତ ହେଲେ।


ଶାଉଲ ଓ ଇସ୍ରାଏଲୀୟ ଲୋକମାନେ ଏଲା ତଳଭୂମିରେ ଏକତ୍ରିତ ହୋଇ ଛାଉଣି ସ୍ଥାପନ କଲେ। ସେମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସୈନ୍ୟ ସଜାଇଲେ।


ଅମ୍ମୋନୀୟ ଲୋକମାନେ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେଉଛନ୍ତି ବୋଲି ଦାଉଦ ଶୁଣିବାକୁ ପାଇଲେ। ତେଣୁ ଅମ୍ମୋନୀୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେ ଯୋୟାବ ଓ ଇସ୍ରାଏଲର ସମସ୍ତ ସୈନ୍ୟବାହିନୀକୁ ପଠାଇଲେ।


ଯୋୟାବ ଦେଖିଲେ ଯେ, ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ଦୁଇ ଗୋଟି ସୈନ୍ୟଦଳ ପ୍ରସ୍ତୁତ ହୋଇଅଛନ୍ତି। ଗୋଟିଏ ଦଳ ତାଙ୍କର ସମ୍ମୁଖରେ ଅଛନ୍ତି ଓ ଅନ୍ୟଟି ପଶ୍ଚାତରେ ଅଛନ୍ତି। ତେଣୁ ଯୋୟାବ ଇସ୍ରାଏଲର କେତେଜଣ ସର୍ବୋତ୍କୃଷ୍ଟ ଯୋଦ୍ଧାଙ୍କୁ ବାଛିଲେ। ସେ ସେମାନଙ୍କୁ ଅରାମର ସୈନ୍ୟଦଳ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ।


Swiv nou:

Piblisite


Piblisite