1 ବଂଶାବଳୀ 2:1 - ପବିତ୍ର ବାଇବଲ1 ଇସ୍ରାଏଲଙ୍କର ପୁତ୍ରମାନେ ଥିଲେ ରୁବେନ୍, ଶିମିୟୋନ, ଲେବୀ, ଯିହୁଦା, ଇଷାଖର, ସବୂଲୂନ Gade chapit laପବିତ୍ର ବାଇବଲ (Re-edited) - (BSI)1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ୍, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୁନ୍; Gade chapit laଓଡିଆ ବାଇବେଲ1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ; Gade chapit la |
ରୁବେନ୍ ଇସ୍ରାଏଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶେଷ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷେଫଙ୍କ ପୁତ୍ରଙ୍କୁ ଦିଆଗଲା। ପରିବାରର ଇତିହାସରେ ଜନ୍ମଗତ ଅଧିକାର ଅନୁସାରେ, ପ୍ରଥମଜାତ ପୁତ୍ର ଭାବରେ ରୁବେନଙ୍କ ନାମ ଲିଖିତ ହୋଇ ନାହିଁ। ଯଦିଓ ଯିହୁଦା ତାଙ୍କର ଭ୍ରାତାମାନଙ୍କ ମଧ୍ୟରେ ଅଧିକ ଶକ୍ତିଶାଳୀ ହେଲେ ଏବଂ ଜଣେ ଶାସକ ତାଙ୍କ ବଂଶରୁ ଆସିଲେ ଜନ୍ମଗତ ଅଧିକାର ଓ ଆଶୀର୍ବାଦ ଯୋଷେଫଙ୍କ ପରିବାର ପାଇଲା। ରୁବେନଙ୍କ ପୁତ୍ରମାନେ ଥିଲେ: ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ।