Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:18 - ପବିତ୍ର ବାଇବଲ

18 କାଲେବ୍ ହିଷ୍ରୋଣଙ୍କର ପୁତ୍ର ଥିଲେ। ‌‌‌କାଲେ‌ବଙ୍କର ନିଜ ସ୍ତ୍ରୀ ଅସୂବାରଙ୍କଠାରୁ ସନ୍ତାନ ଜନ୍ମ ହୋଇଥିଲେ। ଅସୂବାର ଯିରୀୟୋତର କନ୍ୟା ଥିଲେ। ଅସୂବାରଙ୍କର ପୁତ୍ରମାନେ ଥିଲେ: ଯେଶର, ଶୋବବ୍ ଓ ଅର୍ଦୋନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ହିଷ୍ରୋଣର ପୁତ୍ର କାଲେବ୍ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର।

Gade chapit la Kopi

ଓଡିଆ ବାଇବେଲ

18 ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍‍ ଓ ଅର୍ଦୋନ୍‍, ଏମାନେ ଅସୂବାର ପୁତ୍ର।

Gade chapit la Kopi




1 ବଂଶାବଳୀ 2:18
7 Referans Kwoze  

ଅବୀଗଲ ଅମାସାର ମାତା ଥିଲେ। ଅମାସାଙ୍କର ପିତା ଥିଲେ ଯେଥର। ଏହି ଯେଥର୍ ଇ‌ଶ୍‌ମାୟେଲୀୟ ଲୋକଙ୍କ ମଧ୍ୟରୁ ଆସିଥିଲା।


ଅସୁବାରଙ୍କର ମୃତ୍ୟୁ ପରେ କାଲେବ ଇଫ୍ରାଥାଙ୍କୁ ବିବାହ କଲେ। କାଲେବ ଓ ଇଫ୍ରାଥାଙ୍କର ଗୋଟିଏ ପୁତ୍ର ହେଲା। ସେମାନେ ତାହାର ନାମ ହୂର ଦେଲେ।


ହିଷ୍ରୋଣଙ୍କର ପୁତ୍ରମାନେ ଥିଲେ ଯିରହମେଲ, ରାମ୍ ଓ କାଲୁବାୟ।


ହିଷ୍ରୋଣ ମୃତ୍ୟୁବରଣ କଲାପରେ, ‌‌‌କାଲେ‌ବଙ୍କର ସ୍ତ୍ରୀ ଇଫ୍ରାଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀର ନାମ ଅବିୟାହ) ସେହି ପୁତ୍ରର ନାମ ଦିଆଗଲା ଅ‌ସ୍‌ହୂର। ଅ‌ସ୍‌ହୂର ତକୋୟ ସହର ପ୍ରତିଷ୍ଠା କରିଥିଲେ।


କାଲେବ୍ ଯିରହମେଲଙ୍କର ଭ୍ରାତା ଥିଲେ। ‌‌‌କାଲେ‌ବଙ୍କର କେତୋଟି ପୁତ୍ର ଥିଲେ। ପ୍ରଥମ ପୁତ୍ର ଥିଲେ ମେଶା। ମେଶା ସୀ‌ଫ୍‌ଙ୍କର ପିତା ଥିଲେ। ‌‌‌କାଲେ‌ବଙ୍କର ଆହୁରି ମଧ୍ୟ ପୁତ୍ର ଥିଲେ। ମାରେଶା ହିବ୍ରୋଣଙ୍କ ପିତା ଥିଲେ।


‌‌‌କାଲେ‌ବଙ୍କର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମୋତ୍‌ସା ଓ ଗାସେସଙ୍କର ମାତା ଥିଲେ। ହାରଣ ଗାସେସଙ୍କର ପିତା ଥିଲେ।


ଯିହୁଦାଙ୍କର ପୁତ୍ରଗଣଙ୍କ ତାଲିକା ଏହିପରି ଅଟେ। ସେମାନେ ଥିଲେ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍।


Swiv nou:

Piblisite


Piblisite