Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:21 - ପବିତ୍ର ବାଇବଲ

21 ପରେ, ହିଷ୍ରୋଣ ଷାଠିଏ ବର୍ଷ ବୟସରେ ମାଖୀରଙ୍କର ଝିଅକୁ ବିବାହ କଲେ। ମାଖୀର ଗିଲିୟ‌ଦଙ୍କର ପିତା ଥିଲେ। ହିଷ୍ରୋଣ ମାଖୀରଙ୍କ ଝିଅ ସହିତ ସହବାସ କଲେ ଓ ସେ ସଗୂବଙ୍କୁ ଜନ୍ମ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିଉତ୍ତାରେ ହିଷ୍ରୋଣ୍ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକି ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

21 ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।

Gade chapit la Kopi




1 ବଂଶାବଳୀ 2:21
9 Referans Kwoze  

ଯୋଷେଫଙ୍କ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର, ମାଖୀରର ପ୍ରପୌତ୍ର ଗିଲିୟଦ, ଗିଲିୟଦର ପୌତ୍ର ହେଫର ଓ ହେଫରର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚୋଟି କନ୍ୟା ଥିଲେ। ସେମାନେ ହେଲେ ମହଲା, ନୋୟା, ହ‌‌ଗ୍‌‌ଲା, ମି‌ଲ୍‌କା ଓ ତର୍ସା।


“ମୁଁ ଗିଲିୟଦ ମାଖୀରକୁ ଦେଲି।


ମନଃଶି ପରିବାରଗୁଡ଼ିକ ହେଲେ: ମାଖୀରଠାରୁ ମାଖୀରୀୟ ଗୋଷ୍ଠୀ ମାଖୀରର ପୁତ୍ର ଗିଲିୟଦ, ଗିଲିୟଦଠାରୁ ଗିଲିୟଦୀୟ ଗୋଷ୍ଠୀ।


ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ। ଯୋଷେଫ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।


ହୂର ଊରିଙ୍କର ପିତା ଥିଲେ। ଊରି ବତ୍ସଲେଲଙ୍କର ପିତା ଥିଲେ।


ସଗୂବ ଯାୟୀରଙ୍କର ପିତା ଥିଲେ। ଗିଲିୟଦ ଦେଶରେ ଯାୟୀରଙ୍କର ତେଇଶ୍ ଗୋଟି ସହର ଥିଲା,


ପୁଣି ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କର ଗ୍ରାମ ସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍ ଯାୟୀର ରଖିଲା।


ଏହିମାନେ ମନଃଶିଙ୍କର ବଂଶଧର ଥିଲେ: ମନଃଶି ଓ ତାଙ୍କର ଅରାମୀୟ ଦାସୀଙ୍କଠାରୁ ଅସ୍ରୀୟେଲ ନାମକ ପୁତ୍ର ଜାତ ହୋଇଥିଲା। ସେମାନଙ୍କର ମାଖୀର ନାମକ ମଧ୍ୟ ପୁତ୍ରଟିଏ ଥିଲା। ମାଖୀର ଗିଲିୟଦଙ୍କ ପିତା ଥିଲେ।


Swiv nou:

Piblisite


Piblisite