Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:22 - ପବିତ୍ର ବାଇବଲ

22 ସଗୂବ ଯାୟୀରଙ୍କର ପିତା ଥିଲେ। ଗିଲିୟଦ ଦେଶରେ ଯାୟୀରଙ୍କର ତେଇଶ୍ ଗୋଟି ସହର ଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।

Gade chapit la Kopi

ଓଡିଆ ବାଇବେଲ

22 ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।

Gade chapit la Kopi




1 ବଂଶାବଳୀ 2:22
7 Referans Kwoze  

ସେହି ଭୂମି ମହନୟୀମଠାରୁ ଆରମ୍ଭ ହେଲା। ଏହା ମଧ୍ୟ ବାଶନର ଅନ୍ତର୍ଭୁକ୍ତ ହେଲା। ଯାହାକି ଓ‌ଗ୍‌ର ରାଜା ବାଶନର ଶାସନାଧୀନ ଥିଲା। ବାଶନ ଅଧୀନର ମୋଟ 60 ଟି ସହର ଥିଲା।


ମନଃଶିର ପୁତ୍ର ଯାୟୀର ଗଶ୍ୱରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର (ବାଶନର) ସମସ୍ତ ଅଞ୍ଚଳ ଅଧିକାର କଲେ। ସେହି ଅଞ୍ଚଳକୁ ତାଙ୍କ ପରେ ନାମ କରଣ କରାଗଲା, ତେଣୁ ଆଜି ପର୍ଯ୍ୟନ୍ତ ବାଶନକୁ ହବୋତ୍-ଯାୟୀର ବୋଲି ଡକାଯାଏ।


ପୁଣି ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କର ଗ୍ରାମ ସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍ ଯାୟୀର ରଖିଲା।


ପରେ, ହିଷ୍ରୋଣ ଷାଠିଏ ବର୍ଷ ବୟସରେ ମାଖୀରଙ୍କର ଝିଅକୁ ବିବାହ କଲେ। ମାଖୀର ଗିଲିୟ‌ଦଙ୍କର ପିତା ଥିଲେ। ହିଷ୍ରୋଣ ମାଖୀରଙ୍କ ଝିଅ ସହିତ ସହବାସ କଲେ ଓ ସେ ସଗୂବଙ୍କୁ ଜନ୍ମ ଦେଲେ।


କିନ୍ତୁ ଗଶୂର ଓ ଅରାମ୍ ଯାୟୀରଙ୍କର ଗ୍ରାମଗୁଡ଼ିକୁ ନେଇଗଲେ। ସେଗୁଡ଼ିକ ମଧ୍ୟରେ କନାତ୍ ଓ ତା’ ଗ୍ଭରିପଟେ ଛୋଟ ଛୋଟ ସହରଗୁଡ଼ିକ ଥିଲା। ସମୁଦାୟ ଷାଠିଏଟି ସହର ଥିଲା। ଗିଲିୟଦଙ୍କର ପିତା ମାଖୀରଙ୍କର ଏହିସବୁ ସହର ଥିଲା।


ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲିୟଦ ଦେଲେ, ଆଉ ସେ ସେଠାରେ ବାସ କଲେ।


“ମୁଁ ଗିଲିୟଦ ମାଖୀରକୁ ଦେଲି।


Swiv nou:

Piblisite


Piblisite