Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:25 - ପବିତ୍ର ବାଇବଲ

25 ଯିରହମେଲ ହିଷ୍ରୋଣଙ୍କର ପ୍ରଥମ ପୁତ୍ର ଥିଲେ। ଯିରହମେଲଙ୍କର ପୁତ୍ରମାନେ ଥିଲେ ରାମ୍, ବୁନା, ଓରଣ, ଓତ୍‌ସମ ଓ ଅହିୟ। ରାମ୍ ଯିରହମେଲଙ୍କର ପ୍ରଥମ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍, ତହିଁ ଉତ୍ତାରେ ବୂନା ଓ ଓରଣ ଓ ଓତ୍ସମ୍ ଓ ଅହୀୟ।

Gade chapit la Kopi

ଓଡିଆ ବାଇବେଲ

25 ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍‍ସମ୍‍ ଓ ଅହୀୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍‍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍‍ ଓ ଅହୀୟ।

Gade chapit la Kopi




1 ବଂଶାବଳୀ 2:25
5 Referans Kwoze  

ଦାଉଦ ଏହିପରି ପ୍ରତ୍ୟେକ ଥର କଲେ, ପ୍ରତ୍ୟେକ ଥର ଆଖୀଶ୍ ଦାଉଦଙ୍କୁ ପଗ୍ଭରୁ ଥିଲା, ତୁମ୍ଭେ ଆଜି କେଉଁଠାକୁ ଚଢ଼ାଉ କରିବା ପାଇଁ ଗଲ? ଦାଉଦ କହିଲେ, “ଆମ୍ଭେ ଯିହୁଦାର ଦକ୍ଷିଣ ଅଞ୍ଚଳ ଓ ଯିରହମେଲୀୟଙ୍କ ଦକ୍ଷିଣ ଅଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣ ଅଞ୍ଚଳ” ବିରୁଦ୍ଧରେ ଯୁଦ୍ଧ କଲୁ।


ହିଷ୍ରୋଣ ମୃତ୍ୟୁବରଣ କଲାପରେ, ‌‌‌କାଲେ‌ବଙ୍କର ସ୍ତ୍ରୀ ଇଫ୍ରାଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀର ନାମ ଅବିୟାହ) ସେହି ପୁତ୍ରର ନାମ ଦିଆଗଲା ଅ‌ସ୍‌ହୂର। ଅ‌ସ୍‌ହୂର ତକୋୟ ସହର ପ୍ରତିଷ୍ଠା କରିଥିଲେ।


ଯିରହମେଲଙ୍କର ଅଟାରା ନାମରେ ଆଉ ଜଣେ ସ୍ତ୍ରୀ ଥିଲେ। ଏହି ଅଟାରା, ଓନମର ମାତା ଥିଲେ।


ହିଷ୍ରୋଣଙ୍କର ପୁତ୍ରମାନେ ଥିଲେ ଯିରହମେଲ, ରାମ୍ ଓ କାଲୁବାୟ।


ଏହିମାନେ ଏହୂଦଙ୍କର ବଂଶଧର ଥିଲେ। ଗେବାରେ ସେମାନେ ନିଜ ପରିବାରର ମୁଖ୍ୟ ଥିଲେ। ନିଜର ଗୃହ ତ୍ୟାଗ କରି ମାନହତକୁ ଯିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରାଗଲା। ଏହୂଦଙ୍କ ବଂଶଧରମାନେ ଥିଲେ ନାମାନ, ଅହିୟ ଓ ଗେରା। ଗେରା ସେମାନଙ୍କୁ ଗୃହତ୍ୟାଗ କରିବା ନିମନ୍ତେ ବଳପ୍ରୟୋଗ କଲେ। ଗେରା ଉଷ ଓ ଅହୀଦୂଦଙ୍କ ପିତା ଥିଲେ।


Swiv nou:

Piblisite


Piblisite