Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:42 - ପବିତ୍ର ବାଇବଲ

42 କାଲେବ୍ ଯିରହମେଲଙ୍କର ଭ୍ରାତା ଥିଲେ। ‌‌‌କାଲେ‌ବଙ୍କର କେତୋଟି ପୁତ୍ର ଥିଲେ। ପ୍ରଥମ ପୁତ୍ର ଥିଲେ ମେଶା। ମେଶା ସୀ‌ଫ୍‌ଙ୍କର ପିତା ଥିଲେ। ‌‌‌କାଲେ‌ବଙ୍କର ଆହୁରି ମଧ୍ୟ ପୁତ୍ର ଥିଲେ। ମାରେଶା ହିବ୍ରୋଣଙ୍କ ପିତା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଯିରହମେଲର ଭ୍ରାତା କାଲେବ୍ର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମୋଶା ସୀଫ୍ର ପିତା ଥିଲା; ପୁଣି ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।

Gade chapit la Kopi

ଓଡିଆ ବାଇବେଲ

42 ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍‍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।

Gade chapit la Kopi




1 ବଂଶାବଳୀ 2:42
20 Referans Kwoze  

ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରଥମଜାତ ସନ୍ତାନମାନଙ୍କ ମିଳନ ସ୍ଥଳରେ ଆସି ପହଞ୍ଚିଛି। ସେମାନଙ୍କ ନାମ ସ୍ୱର୍ଗରେ ଲେଖା ରହିଛି। ସବୁଲୋକଙ୍କର ବିଗ୍ଭରପତି ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହୋଇ ସାରିଛନ୍ତି, ସେହିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭେମାନେ ଆସିଛ।


ପରମେଶ୍ୱର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ୱର ନିର୍ଣୟ କରିଥିଲେ ଯେ ସେହି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା'ହେଲେ ଯୀଶୁ ଅନେକ ଭାଇ ଭଉଣୀ ମାନଙ୍କ ଭିତରେ ପ୍ରଥମଜାତ ବୋଲି ଧରା ହେବେ।


ଯିୟେଲ୍ ଗିବିୟୋନଙ୍କ ପିତା ଥିଲେ। ସେ ଗିବିୟୋନ ସହରରେ ବାସ କରୁଥିଲେ। ଯିୟେ‌ଲ୍‌ଙ୍କ ସ୍ତ୍ରୀଙ୍କ ନାମ ଥିଲା ମାଖା।


ଶୋବଲ କିରିୟତ୍-ଯିୟାରୀମର ପ୍ରତିଷ୍ଠାତା ଥିଲେ। ଏହା ଶୋବଲଙ୍କ ବଂଶଧରମାନଙ୍କର ଏକ ତାଲିକା ଅଟେ। ହରାୟା, ମନୁହୋଥର ଅର୍ଦ୍ଧେକ ଲୋକ;


ମାଖା ଶାଫ ଓ ଶିବାଙ୍କର ମଧ୍ୟ ମାତା ଥିଲେ। ଶାଫ ମଦମନ୍ନାଙ୍କର ପିତା ଥିଲେ। ଶିବା ମଗବେନାର ଓ ଗିବିୟାଙ୍କର ପିତା ଥିଲେ। ‌‌‌କାଲେ‌ବଙ୍କର ଝିଅ ଥିଲେ ଅ‌କ୍‌ଷା।


ଶମ୍ମୟ ମାୟୋ‌ନଙ୍କର ପୁତ୍ର ଥିଲେ। ମାୟୋନ୍ ବୈଥ୍-ସୂରଙ୍କର ପିତା ଥିଲେ।


ସୀଫୀୟରୁ ଲୋକମାନେ ଗିବିୟାକୁ ଶାଉଲଙ୍କୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, “ଦାଉଦ ଯେଶିମନର ହଖୀଲା ପର୍ବତରେ ଆପଣାକୁ ଲୁଗ୍ଭଇ ଅଛି।”


ଏହା ପରେ ସୀଫୀୟ ଲୋକମାନେ ଗିବିୟାକୁ ଶାଉଲଙ୍କ ପାଖକୁ ଆସି କହିଲେ, “ଦାଉଦ ଆମ୍ଭମାନଙ୍କ ଅଞ୍ଚଳରେ ଦକ୍ଷିଣ ଦିଗରେ ହଖୀଲା ପର୍ବତର ହୋରେଶର ସୁରକ୍ଷା ସ୍ଥାନ କିଲ୍ଲାରେ ଲୁଚି ରହିଅଛି।


ସୀଫ, ଟେଲମ୍, ବାଲୋତ୍,


“ହେ ମୋର ପ୍ରଥମ ପୁତ୍ର ରୁବେନ୍, ତୁମ୍ଭେ ମୋର ପ୍ରଥମଜାତ ପୁତ୍ର। ତୁମ୍ଭେ ମୋର ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମୋର ପୁତ୍ରମାନଙ୍କ ମଧ୍ୟରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳୀ ଥିଲ।


ଶଲ୍ଲୁମ୍ ଯିକମିୟଙ୍କ ପିତା ଥିଲେ ଏବଂ ଯିକମିୟ ଇଲୀଶାମାଙ୍କର ପିତା ଥିଲେ।


ହିବ୍ରୋଣଙ୍କ ପୁତ୍ରମାନେ ଥିଲେ: କୋରହ, ତପୂହ, ରେକମ୍ ଓ ଶେମା।


କିୟୀଲା, ଅ‌କ୍‌ଷୀବ, ମାରେଶା ଗ୍ରାମ ସମେତ ଏହିପରି ନଅ ଗୋଟି ନଗର ଥିଲା।


ଯିହୁଦାର ଲୋକମାନଙ୍କୁ ମଧ୍ୟ ଏହି ସହରଗୁଡ଼ିକ ଦିଆଗଲା। ସେଗୁଡ଼ିକ ହେଲା, ମାୟୋନ୍ କର୍ମିଲ୍, ସୀପ୍, ଯୁଟା,


ହିଷ୍ରୋଣଙ୍କର ପୁତ୍ରମାନେ ଥିଲେ ଯିରହମେଲ, ରାମ୍ ଓ କାଲୁବାୟ।


Swiv nou:

Piblisite


Piblisite