Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:45 - ପବିତ୍ର ବାଇବଲ

45 ଶମ୍ମୟ ମାୟୋ‌ନଙ୍କର ପୁତ୍ର ଥିଲେ। ମାୟୋନ୍ ବୈଥ୍-ସୂରଙ୍କର ପିତା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବୈଥ୍ସୂରର ପିତା ଥିଲା।

Gade chapit la Kopi

ଓଡିଆ ବାଇବେଲ

45 ଆଉ ଶମ୍ମୟର ପୁତ୍ର ମାୟୋନ୍‍; ମାୟୋନ୍‍ ବେଥ୍-ସୁରର ପିତା ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଆଉ ଶମ୍ମୟର ପୁତ୍ର ମାୟୋନ୍‍; ମାୟୋନ୍‍ ବେଥ୍-ସୁରର ପିତା ଥିଲା।

Gade chapit la Kopi




1 ବଂଶାବଳୀ 2:45
4 Referans Kwoze  

ଯିହୁଦାର ଲୋକମାନଙ୍କୁ ମଧ୍ୟ ଏ ସହରଗୁଡ଼ିକ ଦିଆ ଯାଇଥିଲା। ଯଥା: ହଲହୁଲ, ବୈ‌ଥ୍‌ସୁର, ଗଦୋର,


ଶେମା ରହ‌ମ୍‌ଙ୍କ ପିତା ଥିଲେ। ରହମ୍ ଯର୍କୀୟମଙ୍କ ପିତା ଥିଲେ। ରେକମ୍ ଶମ୍ମୟଙ୍କ ପିତା ଥିଲେ।


‌‌‌କାଲେ‌ବଙ୍କର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମୋତ୍‌ସା ଓ ଗାସେସଙ୍କର ମାତା ଥିଲେ। ହାରଣ ଗାସେସଙ୍କର ପିତା ଥିଲେ।


ଯିହୁଦାର ଲୋକମାନଙ୍କୁ ମଧ୍ୟ ଏହି ସହରଗୁଡ଼ିକ ଦିଆଗଲା। ସେଗୁଡ଼ିକ ହେଲା, ମାୟୋନ୍ କର୍ମିଲ୍, ସୀପ୍, ଯୁଟା,


Swiv nou:

Piblisite


Piblisite