Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:46 - ପବିତ୍ର ବାଇବଲ

46 ‌‌‌କାଲେ‌ବଙ୍କର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମୋତ୍‌ସା ଓ ଗାସେସଙ୍କର ମାତା ଥିଲେ। ହାରଣ ଗାସେସଙ୍କର ପିତା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ପୁଣି କାଲେବ୍ର ଉପପନିୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

46 ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍‍ସାକୁ ଓ ଗାସେସକୁ ଜାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା।

Gade chapit la Kopi




1 ବଂଶାବଳୀ 2:46
4 Referans Kwoze  

ମାଖା ନାମ୍ନୀ ‌‌‌କାଲେ‌ବଙ୍କର ଆଉ ଜଣେ ଦାସୀ ଥିଲେ। ମାଖା ଶେବର ଓ ତିର୍ହନଃଙ୍କର ମାତା ଥିଲେ।


ଶମ୍ମୟ ମାୟୋ‌ନଙ୍କର ପୁତ୍ର ଥିଲେ। ମାୟୋନ୍ ବୈଥ୍-ସୂରଙ୍କର ପିତା ଥିଲେ।


ଯେହଦୟଙ୍କର ପୁତ୍ରମାନେ ଥିଲେ: ରେଗମ୍, ଯୋଥମ୍, ଗେଶନ୍, ପେଲଟ, ଐଫା ଓ ଶାଫ୍।


Swiv nou:

Piblisite


Piblisite