Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:48 - ପବିତ୍ର ବାଇବଲ

48 ମାଖା ନାମ୍ନୀ ‌‌‌କାଲେ‌ବଙ୍କର ଆଉ ଜଣେ ଦାସୀ ଥିଲେ। ମାଖା ଶେବର ଓ ତିର୍ହନଃଙ୍କର ମାତା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ପୁଣି କାଲେବ୍ର ଉପପନିୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

48 ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।

Gade chapit la Kopi




1 ବଂଶାବଳୀ 2:48
5 Referans Kwoze  

‌‌‌କାଲେ‌ବଙ୍କର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମୋତ୍‌ସା ଓ ଗାସେସଙ୍କର ମାତା ଥିଲେ। ହାରଣ ଗାସେସଙ୍କର ପିତା ଥିଲେ।


ଏବଂ ନାହୋରର ରୂମା ନାମ୍ନୀ ଦାସୀଠାରୁ ଟେବହ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।


ଯେହଦୟଙ୍କର ପୁତ୍ରମାନେ ଥିଲେ: ରେଗମ୍, ଯୋଥମ୍, ଗେଶନ୍, ପେଲଟ, ଐଫା ଓ ଶାଫ୍।


ମାଖା ଶାଫ ଓ ଶିବାଙ୍କର ମଧ୍ୟ ମାତା ଥିଲେ। ଶାଫ ମଦମନ୍ନାଙ୍କର ପିତା ଥିଲେ। ଶିବା ମଗବେନାର ଓ ଗିବିୟାଙ୍କର ପିତା ଥିଲେ। ‌‌‌କାଲେ‌ବଙ୍କର ଝିଅ ଥିଲେ ଅ‌କ୍‌ଷା।


Swiv nou:

Piblisite


Piblisite