Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:53 - ପବିତ୍ର ବାଇବଲ

53 କିରିୟତ୍-ଯିୟାରୀମ ପରିବାର ବର୍ଗମାନେ ଥିଲେ, ଯିତ୍ରୀୟ, ପୁଥୀୟ, ଶୂମାଥୀୟ ଓ ମିଶ୍ରାୟୀୟ। ସରାୟୀୟ ଓ ଇଷ୍ଟାୟୋଲୀୟଗଣ ମିଶ୍ରାୟୀୟରୁ ଆସିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ଆଉ କିରୀୟତ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ ଓ ପୂଥୀୟ ଓ ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।

Gade chapit la Kopi

ଓଡିଆ ବାଇବେଲ

53 ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ଆଉ କିରୀୟଥ୍‍-ଯିୟାରୀମ୍‍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।

Gade chapit la Kopi




1 ବଂଶାବଳୀ 2:53
11 Referans Kwoze  

ଇଥ୍ରୀୟ ଈରା, ଇଥ୍ରୀୟ ଗାରେବ୍,


ସଦାପ୍ରଭୁଙ୍କର ଆତ୍ମା ତା'ର ଅନ୍ତରରେ କାମ କରିବାକୁ ଆରମ୍ଭ କଲା, ଯେତେବେଳେ ସେ ମହନୀ-ଦାନରେ ଥିଲା, ଯାହାକି ସରିୟ ଓ ଇଷ୍ଟାୟୋଲ ନଗର ଦ୍ୱୟ ମଧ୍ୟରେ ଥିଲା।


ଏହା ପରେ ସରିୟନିବାସୀ ଜଣେ ଲୋକ ଯାହାର ନାମ ଥିଲା ମାନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବନ୍ଧ୍ୟା। କାରଣ ସେ କୌଣସି ପିଲାକୁ ଜନ୍ମ ଦେବାକୁ ଅକ୍ଷମ ଥିଲା।


ଯିହୁଦାର ବଂଶ ପଶ୍ଚିମ ପର୍ବତ ପାର୍ଶ୍ୱସ୍ଥ ତଳଭୂମି ନଗରଗୁଡ଼ିକ ଅଧିକାରକୁ ନେଲେ। ସେଗୁଡ଼ିକ ହେଲା, ଇଷ୍ଟାୟୋଲ, ସରିୟ ଓ ଆ‌‌ସ୍‌‌ନା,


ଯିତ୍ରୀୟ ଗାରେବ୍;


ଏହିସବୁ ଭୂମି ଯାହାକି ସେମାନଙ୍କୁ ଦିଆଯାଇଥିଲା, ସେଗୁଡ଼ିକ ହେଲା ସରିୟ, ଇଷ୍ଟାୟୋଲ, ଇରଶେମଶ,


ଏହା ପରେ ତାଙ୍କର ଭାତୃଗଣ ଓ ପିତୃଗୃହସ୍ଥ ପରିବାର ଆସିଲେ ଓ ତାଙ୍କର ମୃତ ଶରୀରକୁ ନେଇଗଲେ। ସେମାନେ ତାଙ୍କୁ ତାଙ୍କର ପିତାଙ୍କର କବର ସ୍ଥାନରେ କବର ଦେଲେ, ଯେଉଁଟାକି ସରିୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ। ସେ କୋଡ଼ିଏ ବର୍ଷ ଧରି ଇସ୍ରାଏଲମାନଙ୍କର ବିଗ୍ଭରକ ଥିଲେ।


ତେଣୁ ଇସ୍ରାଏଲର ଲୋକମାନେ ସେ ଲୋକମାନେ ଯେଉଁଠାରେ ବାସ କରୁଥିଲେ, ସେହି ସ୍ଥାନକୁ ଗଲେ ଏବଂ ତୃତୀୟ ଦିନ, ଗିବିୟୋନ, କଫୀରା, ବେରୋତ୍ ଓ କିରିୟ‌‌ତ୍‌‌ଯିଆରିମ୍ ନଗରମାନଙ୍କୁ ଆସିଲେ।


ଶୋବଲ କିରିୟତ୍-ଯିୟାରୀମର ପ୍ରତିଷ୍ଠାତା ଥିଲେ। ଏହା ଶୋବଲଙ୍କ ବଂଶଧରମାନଙ୍କର ଏକ ତାଲିକା ଅଟେ। ହରାୟା, ମନୁହୋଥର ଅର୍ଦ୍ଧେକ ଲୋକ;


ଶଲୂମଙ୍କର ବଂଶଧରମାନେ ଥିଲେ, ବୈ‌ଥ୍‌ଲେହମ୍ ନଟୋଫାତୀୟ, ଅଟ୍ରତ୍‌ବେତ୍ ଯୋୟାବ, ମନହୋତୀୟର ସରାରୀୟର ଅର୍ଦ୍ଧେକ ଲୋକ,


ଶୋବ‌ଲ୍‌ଙ୍କର ପୁତ୍ର ଥିଲେ ରାୟା। ରାୟା ଯହତଙ୍କର ପିତା ଥିଲେ। ଯହତ୍ ଅହୂମୟ ଓ ଲହଦଙ୍କର ପିତା ଥିଲେ। ଏମାନେ ସରିୟୀୟଙ୍କର ବଂଶଧର ଅଟନ୍ତି।


Swiv nou:

Piblisite


Piblisite